ବାଲେଶ୍ବରରୁ ବାହାରିଲା ବରିଷ୍ଠ ନାଗରିକ ତୀର୍ଥ ଯାତ୍ରା ଟ୍ରେନ୍
ବାଲେଶ୍ୱର : ଆଜି ବାଲେଶ୍ବରରୁ ବାହାରିଲା ବରିଷ୍ଠ ନାଗରିକ ତୀର୍ଥ ଯାତ୍ରା ଟ୍ରେନ୍। ବାଲେଶ୍ବର, ଭଦ୍ରକ, ମୟୂରଭଞ୍ଜ, ଯାଜପୁର ଓ... The post ବାଲେଶ୍ବରରୁ ବାହାରିଲା ବରିଷ୍ଠ ନାଗରିକ ତୀର୍ଥ ଯାତ୍ରା ଟ୍ରେନ୍ appeared first on .
ବାଲେଶ୍ୱର : ଆଜି ବାଲେଶ୍ବରରୁ ବାହାରିଲା ବରିଷ୍ଠ ନାଗରିକ ତୀର୍ଥ ଯାତ୍ରା ଟ୍ରେନ୍। ବାଲେଶ୍ବର, ଭଦ୍ରକ, ମୟୂରଭଞ୍ଜ, ଯାଜପୁର ଓ କେଉଁଝର ଜିଲ୍ଲାରୁ ମୋଟ ୯୭୦ଜଣ ତୀର୍ଥଯାତ୍ରୀଙ୍କ ସହିତ ୩୦ ଜଣ ଏସକର୍ଟକୁ ନେଇ ଏକ ସ୍ବତନ୍ତ୍ର ଟ୍ରେନ ବାହାରିଛି । ଆଜି ଠାରୁ ଟ୍ରେନ ବାହାରି ଓଁକାରେଶ୍ଵର ମନ୍ଦିର, ଓଜ୍ଜୟିନି ସହିତ ବିଭିନ୍ନ ତୀର୍ଥସ୍ଥଳୀ ପରିଦର୍ଶନ କରିବେ। ରାଜ୍ୟ ସରକାରଙ୍କ ତରଫରୁ ଏହି ଯୋଜନାରେ ମାଗଣା ଖାଇବା, ରହିବା, ଔଷଧ ସମେତ ସମସ୍ତ ସୁବିଧା ଯୋଗାଇ ଦିଆଯାଉଛି। ଏହି ସ୍ବତନ୍ତ୍ର ତୀର୍ଥ ଟ୍ରେନ୍ ଆସନ୍ତା ୧୦ ତାରିଖରେ ଫେରିବ ।
The post ବାଲେଶ୍ବରରୁ ବାହାରିଲା ବରିଷ୍ଠ ନାଗରିକ ତୀର୍ଥ ଯାତ୍ରା ଟ୍ରେନ୍ appeared first on .