ବାଲେଶ୍ୱର କଂଗ୍ରେସରେ ଫାଟ, ଶ୍ରୀକାନ୍ତଙ୍କୁ ବିରୋଧ କରି ଦଳ ଛାଡିଲେ ବଡ଼ ନେତା

ନୀଳଗିରି,୮।୫: ବାଲେଶ୍ୱର କଂଗ୍ରେସରେ ଫାଟ। କଂଗ୍ରେସ ଛାଡିଛନ୍ତି ନୀଳଗିରିର ପୂର୍ବତନ ବିଧାୟକ ଚିତ୍ତରଞ୍ଜନ ଷଡଙ୍ଗୀ। ଚଳିତ ର୍ନିବାଚନର ବାଲେଶ୍ୱର ଲୋକ ସଭା ପ୍ରାର୍ଥୀ ଶ୍ରୀକାନ୍ତ ଜେନାଙ୍କ ବିରୋଧରେ ଦୁର୍ବ୍ୟବହାର ଅଭିଯୋଗ ଆଣି ଦଳ ଛାଡିଛନ୍ତି। ଦଳ ଛାଡିବା ପରେ ବାଲେଶ୍ୱରରେ ଏମପି ପ୍ରାର୍ଥୀ ଭାବେ ନିର୍ବାଚନ ଲଢିବାକୁ ଘୋଷଣା କରିଛନ୍ତି। କହିରଖୁଛୁ କି, ୧୯୯୦ରେ ସ୍ବାଧୀନ ଭାବେ ନିର୍ବାଚନ ଲଢି ବିଧାୟକ ସେ ନିର୍ବାଚିତ ହୋଇଥିଲେ। ୨୦୧୫ରେ କଂଗ୍ରେସରେ ସାମିଲ ହୋଇଥିଲେ। The post ବାଲେଶ୍ୱର କଂଗ୍ରେସରେ ଫାଟ, ଶ୍ରୀକାନ୍ତଙ୍କୁ ବିରୋଧ କରି ଦଳ ଛାଡିଲେ ବଡ଼ ନେତା appeared first on Dharitri Odia News.

ବାଲେଶ୍ୱର କଂଗ୍ରେସରେ ଫାଟ, ଶ୍ରୀକାନ୍ତଙ୍କୁ ବିରୋଧ କରି ଦଳ ଛାଡିଲେ ବଡ଼ ନେତା

ନୀଳଗିରି,୮।୫: ବାଲେଶ୍ୱର କଂଗ୍ରେସରେ ଫାଟ। କଂଗ୍ରେସ ଛାଡିଛନ୍ତି ନୀଳଗିରିର ପୂର୍ବତନ ବିଧାୟକ ଚିତ୍ତରଞ୍ଜନ ଷଡଙ୍ଗୀ। ଚଳିତ ର୍ନିବାଚନର ବାଲେଶ୍ୱର ଲୋକ ସଭା ପ୍ରାର୍ଥୀ ଶ୍ରୀକାନ୍ତ ଜେନାଙ୍କ ବିରୋଧରେ ଦୁର୍ବ୍ୟବହାର ଅଭିଯୋଗ ଆଣି ଦଳ ଛାଡିଛନ୍ତି। ଦଳ ଛାଡିବା ପରେ ବାଲେଶ୍ୱରରେ ଏମପି ପ୍ରାର୍ଥୀ ଭାବେ ନିର୍ବାଚନ ଲଢିବାକୁ ଘୋଷଣା କରିଛନ୍ତି।
କହିରଖୁଛୁ କି, ୧୯୯୦ରେ ସ୍ବାଧୀନ ଭାବେ ନିର୍ବାଚନ ଲଢି ବିଧାୟକ ସେ ନିର୍ବାଚିତ ହୋଇଥିଲେ। ୨୦୧୫ରେ କଂଗ୍ରେସରେ ସାମିଲ ହୋଇଥିଲେ।

The post ବାଲେଶ୍ୱର କଂଗ୍ରେସରେ ଫାଟ, ଶ୍ରୀକାନ୍ତଙ୍କୁ ବିରୋଧ କରି ଦଳ ଛାଡିଲେ ବଡ଼ ନେତା appeared first on Dharitri Odia News.