ବାଳକକୁ ମହାନଦୀକୁ ଟାଣିନେଲା କୁମ୍ଭୀର
ଅନୁଗୁଳ: ୮ ବର୍ଷର ବାଳକକୁ ମହାନଦୀକୁ ଟାଣିନେଲା କୁମ୍ଭୀର। ମହାନଦୀକୁ ଶୌଚ ପାଇଁ ଯାଇଥିବା ବେଳେ କୁମ୍ଭୀର ଆକ୍ରମଣରେ ନାବାଳକର ମୃତ୍ୟୁ ଘଟିଛି। ଅନୁଗୁଳ ଜିଲ୍ଲା ସାତକୋଶିଆ ଗଣ୍ଡ ନିକଟରେ ଘଟିଛି ଏହି ଅଘଟଣ । ମୃତ ନାବାଳକ ଟିକରପଡା ଘାଟସାହିର ସମିର ନାଏକ । ସ୍ଥାନୀୟ ଲୋକେ ମହାନଦୀରୁ ବାଳକର ମୃତଦେହ ଉଦ୍ଧାର କରିଥିବା ସୂଚନା ମିଳିଛି । ଟିକରପଡ଼ା ମହାନଦୀ କୂଳରେ ଖେଳୁଥିବା ବେଳେ ଏହି ଅଘଟଣ ଘଟିଥିଲା ।