ବାହାଘର ସାତ ଦିନ ପରେ ନବବଧୂଙ୍କ ମୃତଦେହ ଉଦ୍ଧାର, ତଦନ୍ତ ଆରମ୍ଭ

ବାଲେଶ୍ୱର, ୨୫।୩: ବିବାହର ସାତ ଦିନ ପରେ ଜଙ୍ଗଲରୁ ମିଳିଲା ନବ ବଧୂଙ୍କର ମୃତଦେହ। ବାଲେଶ୍ୱର ଜିଲାର ସୋର ଅଂଚଳରେ ଏହି ଘଟଣାର ଘଟିଥିବା ସୂଚନା ମିଳିଛି। ରିପୋର୍ଟ ଅନୁଯାୟୀ ସୋମବାର ସକାଳୁ ନବ ବିବାହିତାଙ୍କ ମୃତଦେହ ମିଳିଛି। ବିବାହର ମାତ୍ର ସାତ ଦିନ ପରେ ଏହି ଘଟଣା ଘଟିଥିବା ବେଳେ ସମଗ୍ର ଗ୍ରାମରେ ଚାଞ୍ଚଲ୍ୟ ସୃଷ୍ଟି ହୋଇଛି। ଗୋପୀନାଥପୁର ଗାଁର ସୋରୋ ପୋଲିସ ଷ୍ଟେସନରୁ ଏହି ଘଟଣା ଘଟିଥିବା ସୂଚନା ମିଳିଛି। ଘଟଣା ସମ୍ପର୍କରେ ଖବର […] The post ବାହାଘର ସାତ ଦିନ ପରେ ନବବଧୂଙ୍କ ମୃତଦେହ ଉଦ୍ଧାର, ତଦନ୍ତ ଆରମ୍ଭ appeared first on Dharitri Odia News.

ବାହାଘର ସାତ ଦିନ ପରେ ନବବଧୂଙ୍କ ମୃତଦେହ ଉଦ୍ଧାର, ତଦନ୍ତ ଆରମ୍ଭ

ବାଲେଶ୍ୱର, ୨୫।୩: ବିବାହର ସାତ ଦିନ ପରେ ଜଙ୍ଗଲରୁ ମିଳିଲା ନବ ବଧୂଙ୍କର ମୃତଦେହ। ବାଲେଶ୍ୱର ଜିଲାର ସୋର ଅଂଚଳରେ ଏହି ଘଟଣାର ଘଟିଥିବା ସୂଚନା ମିଳିଛି।

ରିପୋର୍ଟ ଅନୁଯାୟୀ ସୋମବାର ସକାଳୁ ନବ ବିବାହିତାଙ୍କ ମୃତଦେହ ମିଳିଛି। ବିବାହର ମାତ୍ର ସାତ ଦିନ ପରେ ଏହି ଘଟଣା ଘଟିଥିବା ବେଳେ ସମଗ୍ର ଗ୍ରାମରେ ଚାଞ୍ଚଲ୍ୟ ସୃଷ୍ଟି ହୋଇଛି। ଗୋପୀନାଥପୁର ଗାଁର ସୋରୋ ପୋଲିସ ଷ୍ଟେସନରୁ ଏହି ଘଟଣା ଘଟିଥିବା ସୂଚନା ମିଳିଛି।

ଘଟଣା ସମ୍ପର୍କରେ ଖବର ପାଇ ପୋଲିସ ନିକଟସ୍ଥ ଜଙ୍ଗଲରେ ଝୁଲୁଥିବା ମୃତଦେହକୁ ଉଦ୍ଧାର କରି ତଦନ୍ତ ଆରମ୍ଭ କରିଛି।

 

The post ବାହାଘର ସାତ ଦିନ ପରେ ନବବଧୂଙ୍କ ମୃତଦେହ ଉଦ୍ଧାର, ତଦନ୍ତ ଆରମ୍ଭ appeared first on Dharitri Odia News.