ବାହାହୋଇ ଫସିଗଲେ ପ୍ରଦୀପ ମାଝୀ, ୧୨ ବର୍ଷ ବାସନ୍ଦ କଲେ ଜାତିଭାଇ
ମାଲକାନଗିରି,୧୪।୩(ନୃସିଂହ ଚରଣ ମହାନ୍ତି): ଅଣ ଆଦିବାସୀଙ୍କୁ ବିବାହ କରିବାରୁ ବାସନ୍ଦ ହେଲେ ପୂର୍ବତନ ଏମ୍ପି ତଥା ବିଜେଡି ନେତା ପ୍ରଦୀପ ମାଝୀ। ବିଜେଡି ନେତା ପ୍ରଦୀପ ମାଝୀ ଭତରା ସମାଜରୁ ବାସନ୍ଦ ହୋଇଛନ୍ତି। ତାଙ୍କୁ ୧୨ ବର୍ଷ ପାଇଁ ବାସନ୍ଦ କଲା ଭତରା ସମାଜର କେନ୍ଦ୍ରୀୟ କମିଟି। ପ୍ରଦୀପ ମାଝୀ ଓ ତାଙ୍କ ପରିବାରକୁ ବାସନ୍ଦ ନିଷ୍ପତ୍ତି ହୋଇଛି। ଧାମନାଗୁଡ଼ା ବୈଠକରେ କେନ୍ଦ୍ରୀୟ କମିଟି ଏହି ନିଷ୍ପତ୍ତି ନେଇଛି। ତେବେ ଏଯାବତ୍ ବାସନ୍ଦ ନିଷ୍ପତ୍ତି ନେଇ ପ୍ରଦୀପ […] The post ବାହାହୋଇ ଫସିଗଲେ ପ୍ରଦୀପ ମାଝୀ, ୧୨ ବର୍ଷ ବାସନ୍ଦ କଲେ ଜାତିଭାଇ appeared first on Dharitri Odia News.
ମାଲକାନଗିରି,୧୪।୩(ନୃସିଂହ ଚରଣ ମହାନ୍ତି): ଅଣ ଆଦିବାସୀଙ୍କୁ ବିବାହ କରିବାରୁ ବାସନ୍ଦ ହେଲେ ପୂର୍ବତନ ଏମ୍ପି ତଥା ବିଜେଡି ନେତା ପ୍ରଦୀପ ମାଝୀ। ବିଜେଡି ନେତା ପ୍ରଦୀପ ମାଝୀ ଭତରା ସମାଜରୁ ବାସନ୍ଦ ହୋଇଛନ୍ତି। ତାଙ୍କୁ ୧୨ ବର୍ଷ ପାଇଁ ବାସନ୍ଦ କଲା ଭତରା ସମାଜର କେନ୍ଦ୍ରୀୟ କମିଟି। ପ୍ରଦୀପ ମାଝୀ ଓ ତାଙ୍କ ପରିବାରକୁ ବାସନ୍ଦ ନିଷ୍ପତ୍ତି ହୋଇଛି। ଧାମନାଗୁଡ଼ା ବୈଠକରେ କେନ୍ଦ୍ରୀୟ କମିଟି ଏହି ନିଷ୍ପତ୍ତି ନେଇଛି। ତେବେ ଏଯାବତ୍ ବାସନ୍ଦ ନିଷ୍ପତ୍ତି ନେଇ ପ୍ରଦୀପ ମାଝୀଙ୍କ କୌଣସି ପ୍ରତିକ୍ରିୟା ମିଳିପାରି ନାହିଁ।
The post ବାହାହୋଇ ଫସିଗଲେ ପ୍ରଦୀପ ମାଝୀ, ୧୨ ବର୍ଷ ବାସନ୍ଦ କଲେ ଜାତିଭାଇ appeared first on Dharitri Odia News.