ବାୟୁସେନା ଉପମୁଖ୍ୟ ଭାବେ ଦାୟିତ୍ୱ ନେଲେ ଦିନେଶ ତ୍ରିପାଠୀ

ନୂଆଦିଲ୍ଲୀ,୪।୧: ଭାଇସ୍‌ ଆଡମିରାଲ ଦିନେଶ ତ୍ରିପାଠୀ ଗୁରୁବାର ଦେଶର ନୌସେନା ଉପମୁଖ୍ୟ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ଏହି ପଦବୀରେ ଥିବା ଭାଇସ୍‌ ଆଡମିରାଲ ସଞ୍ଜୟ ଜେ. ସିଂଙ୍କୁ ଓ୍ବେଷ୍ଟର୍ନ ନାଭାଲ କମାଣ୍ଡ୍‌ର ଫ୍ଲାଗ୍‌ ଅଫିସର କମାଣ୍ଡିଂ-ଇନ୍‌-ଚିଫ୍‌ କରାଯାଇଛି। ଭାଇସ୍‌ ଆଡମିରାଲ ତ୍ରିପାଠୀ ପୂର୍ବରୁ ଓ୍ବେଷ୍ଟର୍ନ ନାଭାଲ କମାଣ୍ଡ୍‌ର ଫ୍ଲାଗ୍‌ ଅଫିସର କମାଣ୍ଡିଂ-ଇନ୍‌-ଚିଫ୍‌ ଭାବେ କାର୍ଯ୍ୟ କରିଥିଲେ। ସେ ୧୯୮୫ ଜୁଲାଇ ୧ରେ ନୌସେନାରେ ଯୋଗଦେଇଥିଲେ। The post ବାୟୁସେନା ଉପମୁଖ୍ୟ ଭାବେ ଦାୟିତ୍ୱ ନେଲେ ଦିନେଶ ତ୍ରିପାଠୀ appeared first on Dharitri Odia News.

ବାୟୁସେନା ଉପମୁଖ୍ୟ ଭାବେ ଦାୟିତ୍ୱ ନେଲେ ଦିନେଶ ତ୍ରିପାଠୀ

ନୂଆଦିଲ୍ଲୀ,୪।୧: ଭାଇସ୍‌ ଆଡମିରାଲ ଦିନେଶ ତ୍ରିପାଠୀ ଗୁରୁବାର ଦେଶର ନୌସେନା ଉପମୁଖ୍ୟ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ଏହି ପଦବୀରେ ଥିବା ଭାଇସ୍‌ ଆଡମିରାଲ ସଞ୍ଜୟ ଜେ. ସିଂଙ୍କୁ ଓ୍ବେଷ୍ଟର୍ନ ନାଭାଲ କମାଣ୍ଡ୍‌ର ଫ୍ଲାଗ୍‌ ଅଫିସର କମାଣ୍ଡିଂ-ଇନ୍‌-ଚିଫ୍‌ କରାଯାଇଛି।

ଭାଇସ୍‌ ଆଡମିରାଲ ତ୍ରିପାଠୀ ପୂର୍ବରୁ ଓ୍ବେଷ୍ଟର୍ନ ନାଭାଲ କମାଣ୍ଡ୍‌ର ଫ୍ଲାଗ୍‌ ଅଫିସର କମାଣ୍ଡିଂ-ଇନ୍‌-ଚିଫ୍‌ ଭାବେ କାର୍ଯ୍ୟ କରିଥିଲେ। ସେ ୧୯୮୫ ଜୁଲାଇ ୧ରେ ନୌସେନାରେ ଯୋଗଦେଇଥିଲେ।

The post ବାୟୁସେନା ଉପମୁଖ୍ୟ ଭାବେ ଦାୟିତ୍ୱ ନେଲେ ଦିନେଶ ତ୍ରିପାଠୀ appeared first on Dharitri Odia News.