ବାୟୁସେନା ବିମାନ ତେଜସ ଦୁର୍ଘଟଣାଗ୍ରସ୍ତ
ଜୈସଲମେର,୧୨।୩: ଭାରତୀୟ ବାୟୁସେନାର ହାଲୁକା ଯୁଦ୍ଧ ବିମାନ (ଏଲ୍ସିଏ) ତେଜସ ଆଜି ଏକ ଅପରେଶନ ଟ୍ରେନିଂ ଉଡ଼ାଣ ସମୟରେ ରାଜସ୍ଥାନର ଜୈସଲମେର ନିକଟରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ତେବେ ଏହି ଦୁର୍ଘଟଣାରେ ପାଇଲଟଙ୍କୁ ସୁରକ୍ଷିତ ଭାବେ ସ୍ଥାନାନ୍ତର କରାଯାଇଛି। ଦୁର୍ଘଟଣାର କାରଣ ଜାଣିବା ପାଇଁ କୋର୍ଟ ଅଫ ଇନକ୍ୱାରୀ ନିର୍ଦ୍ଦେଶ ଦିଆଯାଇଛି। ଅଭ୍ୟାସ ସମୟରେ ଭିଲ ହଷ୍ଟେଲ ନିକଟରେ ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହେବାର ଜଣାପଡିଛି। The post ବାୟୁସେନା ବିମାନ ତେଜସ ଦୁର୍ଘଟଣାଗ୍ରସ୍ତ appeared first on Dharitri Odia News.
ଜୈସଲମେର,୧୨।୩: ଭାରତୀୟ ବାୟୁସେନାର ହାଲୁକା ଯୁଦ୍ଧ ବିମାନ (ଏଲ୍ସିଏ) ତେଜସ ଆଜି ଏକ ଅପରେଶନ ଟ୍ରେନିଂ ଉଡ଼ାଣ ସମୟରେ ରାଜସ୍ଥାନର ଜୈସଲମେର ନିକଟରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ତେବେ ଏହି ଦୁର୍ଘଟଣାରେ ପାଇଲଟଙ୍କୁ ସୁରକ୍ଷିତ ଭାବେ ସ୍ଥାନାନ୍ତର କରାଯାଇଛି। ଦୁର୍ଘଟଣାର କାରଣ ଜାଣିବା ପାଇଁ କୋର୍ଟ ଅଫ ଇନକ୍ୱାରୀ ନିର୍ଦ୍ଦେଶ ଦିଆଯାଇଛି। ଅଭ୍ୟାସ ସମୟରେ ଭିଲ ହଷ୍ଟେଲ ନିକଟରେ ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହେବାର ଜଣାପଡିଛି।
The post ବାୟୁସେନା ବିମାନ ତେଜସ ଦୁର୍ଘଟଣାଗ୍ରସ୍ତ appeared first on Dharitri Odia News.