ବିଇଓଙ୍କୁ ଘରୁ ଉଠାଇ ନେଲା ଭିଜିଲାନ୍ସ, ନ୍ୟାଶନାଲ ପେନସନ ସ୍କିମ ଟଙ୍କା ହଡପ ଅଭିଯୋଗ

କନ୍ଧମାଳ,୨୧।୩: ଭିଜିଲାନ୍ସ ଜାଲରେ ଦାରିଙ୍ଗବାଡି ବିଇଓ ରସାନନ୍ଦ କର । ନ୍ୟାଶନାଲ ପେନସନ ସ୍କିମ ଟଙ୍କା ହଡପ ଅଭିଯୋଗରେ ବିଇଓ ରସାନନ୍ଦଙ୍କୁ ଉଠାଇ ନେଇଛି ଫୁଲବାଣୀ ଭିଜିଲାନ୍ସ । ବିଇଓ ସ୍କିମର ପ୍ରାୟ ୨୦ ଲକ୍ଷ ଟଙ୍କା ହେରଫେର କରିଥିବା ଅଭିଯୋଗ ହୋଇଛି । ସେ ଏହି ପେନସନ ଟଙ୍କାକୁ ହଡପ କରି ଶେୟାର ମାର୍କେଟରେ ଲଗାଇଥବା ଜଣାପଡିଛି । ସରକାରୀ ଅର୍ଥ ହେରଫେର ମାମଲାରେ ରସାନନ୍ଦଙ୍କୁ ଅଧିକ ପଚରାଉଚରା କରୁଛି ଭିଜିଲାନ୍ସ ଟିମ । ଶିକ୍ଷକଙ୍କ […] The post ବିଇଓଙ୍କୁ ଘରୁ ଉଠାଇ ନେଲା ଭିଜିଲାନ୍ସ, ନ୍ୟାଶନାଲ ପେନସନ ସ୍କିମ ଟଙ୍କା ହଡପ ଅଭିଯୋଗ appeared first on Dharitri Odia News.

ବିଇଓଙ୍କୁ ଘରୁ ଉଠାଇ ନେଲା ଭିଜିଲାନ୍ସ, ନ୍ୟାଶନାଲ ପେନସନ ସ୍କିମ ଟଙ୍କା ହଡପ ଅଭିଯୋଗ

କନ୍ଧମାଳ,୨୧।୩: ଭିଜିଲାନ୍ସ ଜାଲରେ ଦାରିଙ୍ଗବାଡି ବିଇଓ ରସାନନ୍ଦ କର । ନ୍ୟାଶନାଲ ପେନସନ ସ୍କିମ ଟଙ୍କା ହଡପ ଅଭିଯୋଗରେ ବିଇଓ ରସାନନ୍ଦଙ୍କୁ ଉଠାଇ ନେଇଛି ଫୁଲବାଣୀ ଭିଜିଲାନ୍ସ । ବିଇଓ ସ୍କିମର ପ୍ରାୟ ୨୦ ଲକ୍ଷ ଟଙ୍କା ହେରଫେର କରିଥିବା ଅଭିଯୋଗ ହୋଇଛି ।

ସେ ଏହି ପେନସନ ଟଙ୍କାକୁ ହଡପ କରି ଶେୟାର ମାର୍କେଟରେ ଲଗାଇଥବା ଜଣାପଡିଛି । ସରକାରୀ ଅର୍ଥ ହେରଫେର ମାମଲାରେ ରସାନନ୍ଦଙ୍କୁ ଅଧିକ ପଚରାଉଚରା କରୁଛି ଭିଜିଲାନ୍ସ ଟିମ । ଶିକ୍ଷକଙ୍କ ଅଭିଯୋଗ ପରେ ବିଇଓଙ୍କୁ ଉଠାଇ ନେଇଛି ଭିଜିଲାନ୍ସ ।

The post ବିଇଓଙ୍କୁ ଘରୁ ଉଠାଇ ନେଲା ଭିଜିଲାନ୍ସ, ନ୍ୟାଶନାଲ ପେନସନ ସ୍କିମ ଟଙ୍କା ହଡପ ଅଭିଯୋଗ appeared first on Dharitri Odia News.