ବିଏସ୍ପିର ତାମିଲନାଡ଼ୁ ଅଧ୍ୟକ୍ଷଙ୍କୁ ନିର୍ମମ ହତ୍ୟା, ୬ ଜଣ ଘେରିଯାଇ ନେଇଗଲେ ଜୀବନ
ଚେନ୍ନାଇ,୫।୭: ତାମିଲନାଡ଼ୁ ବିଏସ୍ପିର ପ୍ରଦେଶ ଅଧ୍ୟକ୍ଷ ଆର୍ମଷ୍ଟ୍ରଙ୍ଗଙ୍କୁ ଚେନ୍ନାଇରେ ହତ୍ୟା କରାଯାଇଛି। ତାଙ୍କ ଉପରେ ଆକ୍ରମଣ ହେବା ପରେ ଚିକିତ୍ସା ଲାଗି ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରେ ତାଙ୍କର ମୃତ୍ୟୁ ଘଟିଛି। ଚେନ୍ନାଇ ପୋଲିସର ଏକ ଅଧିକାରୀ କହିଛନ୍ତି ଯେ, ବହୁଜନ ସମାଜ ପାର୍ଟି(ବିଏସ୍ପି)ର ତାମିଲନାଡ଼ୁ ଅଧ୍ୟକ୍ଷ ଆର୍ମଷ୍ଟ୍ରଙ୍ଗଙ୍କୁ ଶୁକ୍ରବାର ଅପରାହ୍ନରେ ଚେନ୍ନାଇର ପେରାମ୍ବୁରସ୍ଥିତ ନିଜ ବାସଭବନ ନିକଟରେ ୬ ଦୁର୍ବୃତ୍ତ ଘେରିଯାଇ ହତ୍ୟା କରିଛନ୍ତି। ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରିବାକୁ ଚଢ଼ାଉ ଜାରି ରଖିଛି। The post ବିଏସ୍ପିର ତାମିଲନାଡ଼ୁ ଅଧ୍ୟକ୍ଷଙ୍କୁ ନିର୍ମମ ହତ୍ୟା, ୬ ଜଣ ଘେରିଯାଇ ନେଇଗଲେ ଜୀବନ appeared first on Dharitri Odia News.
ଚେନ୍ନାଇ,୫।୭: ତାମିଲନାଡ଼ୁ ବିଏସ୍ପିର ପ୍ରଦେଶ ଅଧ୍ୟକ୍ଷ ଆର୍ମଷ୍ଟ୍ରଙ୍ଗଙ୍କୁ ଚେନ୍ନାଇରେ ହତ୍ୟା କରାଯାଇଛି। ତାଙ୍କ ଉପରେ ଆକ୍ରମଣ ହେବା ପରେ ଚିକିତ୍ସା ଲାଗି ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରେ ତାଙ୍କର ମୃତ୍ୟୁ ଘଟିଛି।
ଚେନ୍ନାଇ ପୋଲିସର ଏକ ଅଧିକାରୀ କହିଛନ୍ତି ଯେ, ବହୁଜନ ସମାଜ ପାର୍ଟି(ବିଏସ୍ପି)ର ତାମିଲନାଡ଼ୁ ଅଧ୍ୟକ୍ଷ ଆର୍ମଷ୍ଟ୍ରଙ୍ଗଙ୍କୁ ଶୁକ୍ରବାର ଅପରାହ୍ନରେ ଚେନ୍ନାଇର ପେରାମ୍ବୁରସ୍ଥିତ ନିଜ ବାସଭବନ ନିକଟରେ ୬ ଦୁର୍ବୃତ୍ତ ଘେରିଯାଇ ହତ୍ୟା କରିଛନ୍ତି। ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରିବାକୁ ଚଢ଼ାଉ ଜାରି ରଖିଛି।
The post ବିଏସ୍ପିର ତାମିଲନାଡ଼ୁ ଅଧ୍ୟକ୍ଷଙ୍କୁ ନିର୍ମମ ହତ୍ୟା, ୬ ଜଣ ଘେରିଯାଇ ନେଇଗଲେ ଜୀବନ appeared first on Dharitri Odia News.