ବିକଶିତ ଭାରତ ଲକ୍ଷ୍ୟ ନେଇ ଅନ୍ତରୀଣ ବଜେଟ୍; ଫୋକସ୍ରେ ଗରିବ, ମହିଳା
ମହିଳାଙ୍କୁ ପ୍ରାଧାନ୍ୟ ଦେଇ ଲକ୍ଷପତି ଦିଦି ଟାର୍ଗେଟ୍ ୩ କୋଟିକୁ ବଢ଼ା ଯାଇଥିବା ବେଳେ, ମଧ୍ୟବିତ୍ତଙ୍କ ପାଇଁ ନୂଆ ଘର ନିର୍ମାଣ ଯୋଜନା ଆସିବ ବୋଲି ଘୋଷଣା କରିଛନ୍ତି ସୀତାରମଣ । ତେଣେ ପ୍ରତିକ୍ରିୟାରେ ପ୍ରଧାନମନ୍ତ୍ରୀ କହିଛନ୍ତି ଏହି ବଜେଟ୍ ୨୦୪୭ରେ ବିକଶିତ ଭାରତ ଲକ୍ଷ୍ୟକୁ ମଜଭୁତ୍ କରିବ ।