ବିଚାରାଧୀନ ମହିଳା କଏଦୀଙ୍କ ମୃତ୍ୟୁ

ରାଇରଙ୍ଗପୁର (କେନ୍ୟୁଜ୍‌) : ମୟୁରଭଞ୍ଜ ଜିଲ୍ଲା ରାଇରଙ୍ଗପୁର ଉପକାରାଗାର ର ବିଚାରାଧୀନ ମହିଳା କଏଦୀଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ। ମୃତ କଏଦୀ ଜଣକ ହେଲେ କେନ୍ଦୁଝର ଜିଲ୍ଲା ଘଟଗାଁ ଥାନା ଦେହୁରୀ ସାହିର ଶୁକୁଟି ନାଏକ। ସ୍ୱାମୀଙ୍କୁ ହତ୍ୟା ମାମଲାରେ ସଜା କାଟୁଥିବା ଶୁକୁଟି ନାଏକ ଗୁରୁବାର ଦିନ ଅସୁସ୍ଥ ହେବାରୁ ରାଇରଙ୍ଗପୁର ମେଡିକାଲରେ ଭର୍ତ୍ତି ପରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିଲା। ଖବର ପାଇ ଟାଉନ ପୋଲିସ ପହଞ୍ଚି ମୃତଦେହକୁ ଜବତ କରି ବ୍ୟବଚ୍ଛେଦ […] The post ବିଚାରାଧୀନ ମହିଳା କଏଦୀଙ୍କ ମୃତ୍ୟୁ appeared first on KNews Odisha.

ବିଚାରାଧୀନ ମହିଳା କଏଦୀଙ୍କ ମୃତ୍ୟୁ

ରାଇରଙ୍ଗପୁର (କେନ୍ୟୁଜ୍‌) : ମୟୁରଭଞ୍ଜ ଜିଲ୍ଲା ରାଇରଙ୍ଗପୁର ଉପକାରାଗାର ର ବିଚାରାଧୀନ ମହିଳା କଏଦୀଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ। ମୃତ କଏଦୀ ଜଣକ ହେଲେ କେନ୍ଦୁଝର ଜିଲ୍ଲା ଘଟଗାଁ ଥାନା ଦେହୁରୀ ସାହିର ଶୁକୁଟି ନାଏକ।

ସ୍ୱାମୀଙ୍କୁ ହତ୍ୟା ମାମଲାରେ ସଜା କାଟୁଥିବା ଶୁକୁଟି ନାଏକ ଗୁରୁବାର ଦିନ ଅସୁସ୍ଥ ହେବାରୁ ରାଇରଙ୍ଗପୁର ମେଡିକାଲରେ ଭର୍ତ୍ତି ପରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିଲା। ଖବର ପାଇ ଟାଉନ ପୋଲିସ ପହଞ୍ଚି ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରି ଅଧିକ ତଦନ୍ତ ଚଳାଇଛି ।

The post ବିଚାରାଧୀନ ମହିଳା କଏଦୀଙ୍କ ମୃତ୍ୟୁ appeared first on KNews Odisha.