ବିଚ୍‌ ରାସ୍ତାରେ କଂଗ୍ରେସ କର୍ମୀଙ୍କୁ ଗୋଡ଼ାଇଲେ ମହୁମାଛି

ଭୁବନେଶ୍ୱର,୧୬।୧୨: ଆଇଏଏସ୍‌ ବିଷ୍ଣୁପଦଙ୍କ ଘର ସମ୍ମୁଖରେ କଂଗ୍ରେସ କର୍ମୀମାନେ ବିକ୍ଷୋଭ ପ୍ରଦର୍ଶନ କରୁଥିବା ବେଳେ କଂଗ୍ରେସ କର୍ମୀଙ୍କୁ ସୋମବାର ମହୁମାଛି ଆକ୍ରମଣ କରିଛନ୍ତି। ବିଚ୍‌ ରାସ୍ତାରେ ମହୁମାଛି ଆକ୍ରମଣ କରିବାରୁ କଂଗ୍ରେସ କର୍ମୀ ଏଣେତେଣେ ଦୌଡିବା ଆରମ୍ଭ କରିଥିଲେ। ଏପରିକି ଗଣମାଧ୍ୟମ ପ୍ରତିନିଧି ମଧ୍ୟ ରାସ୍ତାରେ ଶୋଇ ଖବର ପରିବେଷଣ କରୁଥିବା ଦେଖିବାକୁ ମିଳିଥିଲା। ସୂଚନାଯୋଗ୍ୟ, ଆଇଏଏସ୍‌ ବିଷ୍ଣୁପଦଙ୍କ ଘର ସମ୍ମୁଖରେ କଂଗ୍ରେସ କର୍ମୀମାନେ ବିକ୍ଷୋଭ ପ୍ରଦର୍ଶନ କରୁଥିଲେ। ସେତିକିବେଳେ ରାସ୍ତା କଡ଼ରେ ଥିବା ଏକ ଗଛରୁ […] The post ବିଚ୍‌ ରାସ୍ତାରେ କଂଗ୍ରେସ କର୍ମୀଙ୍କୁ ଗୋଡ଼ାଇଲେ ମହୁମାଛି appeared first on Dharitri Odia News.

ବିଚ୍‌ ରାସ୍ତାରେ କଂଗ୍ରେସ କର୍ମୀଙ୍କୁ ଗୋଡ଼ାଇଲେ ମହୁମାଛି

ଭୁବନେଶ୍ୱର,୧୬।୧୨: ଆଇଏଏସ୍‌ ବିଷ୍ଣୁପଦଙ୍କ ଘର ସମ୍ମୁଖରେ କଂଗ୍ରେସ କର୍ମୀମାନେ ବିକ୍ଷୋଭ ପ୍ରଦର୍ଶନ କରୁଥିବା ବେଳେ କଂଗ୍ରେସ କର୍ମୀଙ୍କୁ ସୋମବାର ମହୁମାଛି ଆକ୍ରମଣ କରିଛନ୍ତି। ବିଚ୍‌ ରାସ୍ତାରେ ମହୁମାଛି ଆକ୍ରମଣ କରିବାରୁ କଂଗ୍ରେସ କର୍ମୀ ଏଣେତେଣେ ଦୌଡିବା ଆରମ୍ଭ କରିଥିଲେ। ଏପରିକି ଗଣମାଧ୍ୟମ ପ୍ରତିନିଧି ମଧ୍ୟ ରାସ୍ତାରେ ଶୋଇ ଖବର ପରିବେଷଣ କରୁଥିବା ଦେଖିବାକୁ ମିଳିଥିଲା।

ସୂଚନାଯୋଗ୍ୟ, ଆଇଏଏସ୍‌ ବିଷ୍ଣୁପଦଙ୍କ ଘର ସମ୍ମୁଖରେ କଂଗ୍ରେସ କର୍ମୀମାନେ ବିକ୍ଷୋଭ ପ୍ରଦର୍ଶନ କରୁଥିଲେ। ସେତିକିବେଳେ ରାସ୍ତା କଡ଼ରେ ଥିବା ଏକ ଗଛରୁ କୌଣସି କାରଣରୁ ମହୁମାଛି ଉଡ଼ିଆସି ଆକ୍ରମଣ କରିଥିଲେ।

The post ବିଚ୍‌ ରାସ୍ତାରେ କଂଗ୍ରେସ କର୍ମୀଙ୍କୁ ଗୋଡ଼ାଇଲେ ମହୁମାଛି appeared first on Dharitri Odia News.