ବିଚ୍ ରାସ୍ତାରେ ଯୁବକଙ୍କୁ ଖଣ୍ଡାରେ ଆକ୍ରମଣ, ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି
ଭୁବନେଶ୍ବର: ବିଚ୍ ରାସ୍ତାରେ ଯୁବକଙ୍କୁ ଖଣ୍ଡାରେ ଆକ୍ରମଣ । ସଂଘବଦ୍ଧ ଆକ୍ରମରେ ଗୁରୁତର ହେଲେ ଯୁବକ। ଘଟଣା ଘଟିଛି ରାଜଧାନୀ ଭୁବନେଶ୍ବର ଇନଫୋସିଟି ଥାନା ନିକଟରେ। ଆହତ ଯୁବକ ଦେବାଶିଷ ତ୍ରିପାଠୀଙ୍କୁ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସେପଟେ ଘଟଣାରେ ୪ ଜଣକୁ ଅଟକ ରଖି ପୋଲିସ ପଚରାଉଚରା କରୁଛି। Updating...
ଭୁବନେଶ୍ବର: ବିଚ୍ ରାସ୍ତାରେ ଯୁବକଙ୍କୁ ଖଣ୍ଡାରେ ଆକ୍ରମଣ । ସଂଘବଦ୍ଧ ଆକ୍ରମରେ ଗୁରୁତର ହେଲେ ଯୁବକ। ଘଟଣା ଘଟିଛି ରାଜଧାନୀ ଭୁବନେଶ୍ବର ଇନଫୋସିଟି ଥାନା ନିକଟରେ।
ଆହତ ଯୁବକ ଦେବାଶିଷ ତ୍ରିପାଠୀଙ୍କୁ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସେପଟେ ଘଟଣାରେ ୪ ଜଣକୁ ଅଟକ ରଖି ପୋଲିସ ପଚରାଉଚରା କରୁଛି।
Updating...