ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାର ଅପରିବର୍ତ୍ତିତ ରହିବ-ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାର ନାମ ପରିବର୍ତ୍ତନ ବିଷୟରେ ଗଣମାଧ୍ୟମରୁ ସୂଚନା ପାଇଲି । ନାମ ପରିବର୍ତ୍ତନ ନେଇ କୌଣସି ବିଧିବଦ୍ଧ ନିଷ୍ପତ୍ତି ହୋଇନାହିଁ । ମୋ ସରକାର ଓଡ଼ିଶାର ବରପୁତ୍ର ମାନଙ୍କୁ ଯଥୋଚିତ ସମ୍ମାନ ଦିଏ । ବିଜୁ ବାବୁ ନିଜର ଦୀର୍ଘ ଦଶନ୍ଧିର ରାଜନୈତକ ଓ ସାମାଜିକ ଜୀବନରେ କରିଥିବା ଅବଦାନ ସ୍ମରଣୀୟ ହୋଇ ରହିବ । ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାର ପୂର୍ବପରି ଚାଲୁ ରହିବ । The post ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାର ଅପରିବର୍ତ୍ତିତ ରହିବ-ମୁଖ୍ୟମନ୍ତ୍ରୀ appeared first on Odisha.News.

ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାର ଅପରିବର୍ତ୍ତିତ ରହିବ-ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାର ନାମ ପରିବର୍ତ୍ତନ ବିଷୟରେ ଗଣମାଧ୍ୟମରୁ ସୂଚନା ପାଇଲି । ନାମ ପରିବର୍ତ୍ତନ ନେଇ କୌଣସି ବିଧିବଦ୍ଧ ନିଷ୍ପତ୍ତି ହୋଇନାହିଁ ।
ମୋ ସରକାର ଓଡ଼ିଶାର ବରପୁତ୍ର ମାନଙ୍କୁ ଯଥୋଚିତ ସମ୍ମାନ ଦିଏ । ବିଜୁ ବାବୁ ନିଜର ଦୀର୍ଘ ଦଶନ୍ଧିର ରାଜନୈତକ ଓ ସାମାଜିକ ଜୀବନରେ କରିଥିବା ଅବଦାନ ସ୍ମରଣୀୟ ହୋଇ ରହିବ ।
ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାର ପୂର୍ବପରି ଚାଲୁ ରହିବ ।

The post ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାର ଅପରିବର୍ତ୍ତିତ ରହିବ-ମୁଖ୍ୟମନ୍ତ୍ରୀ appeared first on Odisha.News.