ବିଜୁ ମହିଳା ଜନତା ଦଳ ଉପସଭାନେତ୍ରୀ ନିଲମ୍ବିତ

ଭୁବନେଶ୍ୱର,୧୬ା୪(ଅନିଲ ଦାସ)-ବିଜୁ ମହିଳା ଜନତା ଦଳର ଉପ ସଭାନେତ୍ରୀ ତଥା ସମ୍ବଲପୁର ଓ ଦେବଗଡ଼ ଜିଲାର ପର୍ଯ୍ୟବେକ୍ଷକ ମିନତି ଦେବତାଙ୍କୁ ବିଜେଡିରୁ ନିଲମ୍ବିତ କରାଯାଇଛି। ଦଳ ବିରୋଧୀ କାର୍ଯ୍ୟ ପାଇଁ ତାଙ୍କୁ ନିଲମ୍ବିତ କରାଯାଇଛି। ଏନେଇ ବିଜେଡି ପକ୍ଷରୁ ମଙ୍ଗଳବାର ଜାରି ପ୍ରେସ୍‌ ବିଜ୍ଞପ୍ତି ଜରିଆରେ ସୂଚନା ଦିଆଯାଇଛି। The post ବିଜୁ ମହିଳା ଜନତା ଦଳ ଉପସଭାନେତ୍ରୀ ନିଲମ୍ବିତ appeared first on Dharitri Odia News.

ବିଜୁ ମହିଳା ଜନତା ଦଳ ଉପସଭାନେତ୍ରୀ ନିଲମ୍ବିତ

ଭୁବନେଶ୍ୱର,୧୬ା୪(ଅନିଲ ଦାସ)-ବିଜୁ ମହିଳା ଜନତା ଦଳର ଉପ ସଭାନେତ୍ରୀ ତଥା ସମ୍ବଲପୁର ଓ ଦେବଗଡ଼ ଜିଲାର ପର୍ଯ୍ୟବେକ୍ଷକ ମିନତି ଦେବତାଙ୍କୁ ବିଜେଡିରୁ ନିଲମ୍ବିତ କରାଯାଇଛି। ଦଳ ବିରୋଧୀ କାର୍ଯ୍ୟ ପାଇଁ ତାଙ୍କୁ ନିଲମ୍ବିତ କରାଯାଇଛି। ଏନେଇ ବିଜେଡି ପକ୍ଷରୁ ମଙ୍ଗଳବାର ଜାରି ପ୍ରେସ୍‌ ବିଜ୍ଞପ୍ତି ଜରିଆରେ ସୂଚନା ଦିଆଯାଇଛି।

The post ବିଜୁ ମହିଳା ଜନତା ଦଳ ଉପସଭାନେତ୍ରୀ ନିଲମ୍ବିତ appeared first on Dharitri Odia News.