ବିଜୁ ଶ୍ରମିକ ସାମ୍ମୁଖ୍ୟର ରାଜ୍ୟ ସଭାପତି ହେଲେ ପ୍ରଫୁଲ୍ଲ ସାମଲ

ଭୁବନେଶ୍ବର: ପୂର୍ବତନ ମନ୍ତ୍ରୀ ପ୍ରଫୁଲ୍ଲ ସାମଲଙ୍କୁ ଗୁରୁ ଦାୟିତ୍ୱ। ବିଜୁ ଶ୍ରମିକ ସାମ୍ମୁଖ୍ୟର ରାଜ୍ୟ ସଭାପତି ହେଲେ ପ୍ରଫୁଲ୍ଲ ସାମଲ। ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ପୂର୍ବତନ ମନ୍ତ୍ରୀ ପ୍ରଫୁଲ୍ଲ ସାମଲଙ୍କୁ ଏହି ଗୁରୁ ଦାୟିତ୍ୱ ଦେଇଛନ୍ତି। ଶ୍ରମିକ ମାନଙ୍କ ସୁରକ୍ଷା ତଥା ରାଜ୍ୟରେ ଶ୍ରମିକ ମାନଙ୍କୁ ହକ୍‌ ପ୍ରଦାନ ନେଇ ୨୦୧୭ରେ ପ୍ରଥମ ଥର ପାଇଁ ରାଜ୍ୟରେ ବିଜୁ ଶ୍ରମିକ ସାମ୍ମୁଖ୍ୟ ପ୍ରତିଷ୍ଠା କରିଥିଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ।

Untitled 1 16

Screenshot 2