ବିଜେଡି ଛାଡ଼ି ଏମିତି କହିଲେ ବିଜୟଲକ୍ଷ୍ମୀ
ଭୁବନେଶ୍ୱର,୧୮।୧୦: ବିଜେଡିକୁ ପୁଣି ଝଟ୍କା ଲାଗିଛି । ଜଣଙ୍କ ପରେ ଜଣେ ଦଳ ଛାଡ଼ୁଥିବା ବେଳେ ଶୁକ୍ରବାର ବିଜେଡିରୁ ଇସ୍ତଫା ଦେଇଛନ୍ତି ବିଜୟଲକ୍ଷ୍ମୀ ମହାପାତ୍ର।ଭୁବନେଶ୍ବର ମହିଳା ମୋର୍ଚ୍ଚା ସଭାନେତ୍ରୀ ବିଜୟଲକ୍ଷ୍ମୀଙ୍କ ଦଳର ପ୍ରାଥମିକ ସଦସ୍ୟତାରୁ ଇସ୍ତଫା ଦେଇଛନ୍ତି। ଏ ନେଇ ବିଜୟଲକ୍ଷ୍ମୀ କହିଛନ୍ତି, କାରଣ ଦର୍ଶାଅ ନୋଟିସକୁ ନେଇ ବ୍ୟଥିତ, ମର୍ମାହତ ଥିଲି। ସେ ଆହୁରି କହିଛନ୍ତି, କୁଚକ୍ରି ଗୋଷ୍ଠୀଙ୍କ ଦ୍ବାରା ପ୍ରଭାବିତ ହୋଇ ତାଙ୍କୁ ଏହି କାରଣ ଦର୍ଶାଅ ନୋଟିସ କରାଯାଇଥିଲା। ସୂଚନାଯୋଗ୍ୟ, କିଛି ଦିନ […] The post ବିଜେଡି ଛାଡ଼ି ଏମିତି କହିଲେ ବିଜୟଲକ୍ଷ୍ମୀ appeared first on Dharitri Odia News.
ଭୁବନେଶ୍ୱର,୧୮।୧୦: ବିଜେଡିକୁ ପୁଣି ଝଟ୍କା ଲାଗିଛି । ଜଣଙ୍କ ପରେ ଜଣେ ଦଳ ଛାଡ଼ୁଥିବା ବେଳେ ଶୁକ୍ରବାର ବିଜେଡିରୁ ଇସ୍ତଫା ଦେଇଛନ୍ତି ବିଜୟଲକ୍ଷ୍ମୀ ମହାପାତ୍ର।ଭୁବନେଶ୍ବର ମହିଳା ମୋର୍ଚ୍ଚା ସଭାନେତ୍ରୀ ବିଜୟଲକ୍ଷ୍ମୀଙ୍କ ଦଳର ପ୍ରାଥମିକ ସଦସ୍ୟତାରୁ ଇସ୍ତଫା ଦେଇଛନ୍ତି।
ଏ ନେଇ ବିଜୟଲକ୍ଷ୍ମୀ କହିଛନ୍ତି, କାରଣ ଦର୍ଶାଅ ନୋଟିସକୁ ନେଇ ବ୍ୟଥିତ, ମର୍ମାହତ ଥିଲି। ସେ ଆହୁରି କହିଛନ୍ତି, କୁଚକ୍ରି ଗୋଷ୍ଠୀଙ୍କ ଦ୍ବାରା ପ୍ରଭାବିତ ହୋଇ ତାଙ୍କୁ ଏହି କାରଣ ଦର୍ଶାଅ ନୋଟିସ କରାଯାଇଥିଲା।
ସୂଚନାଯୋଗ୍ୟ, କିଛି ଦିନ ତଳେ ବିଜୟଲକ୍ଷ୍ମୀଙ୍କୁ କାରଣଦର୍ଶାଅ ନୋଟିସ ହୋଇଥିଲାଦଳୀୟ ଶୃଙ୍ଖଳା ଭଙ୍ଗ ଅଭିଯୋଗରେ ନୋଟିସ କରିଥିଲା ବିଜେଡି।
The post ବିଜେଡି ଛାଡ଼ି ଏମିତି କହିଲେ ବିଜୟଲକ୍ଷ୍ମୀ appeared first on Dharitri Odia News.