ବିଜେଡି ଛାଡ଼ିଲେ ଅନୁଭବ ପଟ୍ଟନାୟକ
ଭୁବନେଶ୍ୱର,୨ା୫: ଗୁରୁବାର ବିଜେଡି ଛାଡ଼ିଛନ୍ତି ଅନୁଭବ ପଟ୍ଟନାୟକ। ସେ ଆଜି ବିଜେଡି ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ଅନୁଭବ ଖଣ୍ଡପଡ଼ାରୁ ପ୍ରାର୍ଥୀ ହେବା ନେଇ ଟିକେଟ୍ ଆଶାୟୀ ଥିଲେ। ମାତ୍ର ଦଳର ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସାବିତ୍ରୀ ପ୍ରଧାନଙ୍କୁ ପ୍ରାର୍ଥୀ କରିଥିବା ବେଳେ ଅନୁଭବ ନିରାଶ ହୋଇଛନ୍ତି। ଏଥିରେ ବିମୁଖ ହୋଇ ଅନୁଭବ ବିଜେଡି ଛାଡ଼ିଥିବା ରାଜନୈତିକ ମହଲରେ ଆଲୋଚନା ହେଉଛି। The post ବିଜେଡି ଛାଡ଼ିଲେ ଅନୁଭବ ପଟ୍ଟନାୟକ appeared first on Dharitri Odia News.
ଭୁବନେଶ୍ୱର,୨ା୫: ଗୁରୁବାର ବିଜେଡି ଛାଡ଼ିଛନ୍ତି ଅନୁଭବ ପଟ୍ଟନାୟକ। ସେ ଆଜି ବିଜେଡି ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ଅନୁଭବ ଖଣ୍ଡପଡ଼ାରୁ ପ୍ରାର୍ଥୀ ହେବା ନେଇ ଟିକେଟ୍ ଆଶାୟୀ ଥିଲେ। ମାତ୍ର ଦଳର ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସାବିତ୍ରୀ ପ୍ରଧାନଙ୍କୁ ପ୍ରାର୍ଥୀ କରିଥିବା ବେଳେ ଅନୁଭବ ନିରାଶ ହୋଇଛନ୍ତି। ଏଥିରେ ବିମୁଖ ହୋଇ ଅନୁଭବ ବିଜେଡି ଛାଡ଼ିଥିବା ରାଜନୈତିକ ମହଲରେ ଆଲୋଚନା ହେଉଛି।
The post ବିଜେଡି ଛାଡ଼ିଲେ ଅନୁଭବ ପଟ୍ଟନାୟକ appeared first on Dharitri Odia News.