ବିଜେଡି ଛାଡ଼ିଲେ ଆନନ୍ଦପୁର ବିଧାୟକ ଭାଗିରଥୀ ସେଠୀ
ଆନନ୍ଦପୁର,୩୦।୪: ବିଜେଡି ଛାଡ଼ିଲେ ଆନନ୍ଦପୁର ବିଧାୟକ ଭାଗିରଥୀ ସେଠୀ। ଦଳର ପ୍ରାଥମିକ ସଦସ୍ୟ ପଦରୁ ସେ ମଙ୍ଗଳବାର ଇସ୍ତଫା ଦେଇଛନ୍ତି। ଏନେଇ ସେ ନିଜର ଇସ୍ତଫାପତ୍ର ଦଳର ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ନିକଟକୁ ପଠାଇଛନ୍ତି। ତେବେ ନିକଟରେ ଦଳ ଆନନ୍ଦପୁର ଆସନ ଲାଗି ଅଭିମନ୍ୟୁ ସେଠୀଙ୍କ ନାମ ଘୋଷଣା କରିଥିଲା। ପ୍ରକାଶ ଯେ, ଆଜି ଆଉ ଜଣେ ବିଜେଡି ନେତା ଦଳ ଛାଡ଼ିଥିଲେ। ପୂର୍ବତନ କାକଟପୁର ବିଧାୟକ ସୁରେନ୍ଦ୍ର ସେଠୀ ଦଳ ଟିକେଟ ଦେଇ ନ ଥିବାରୁ […] The post ବିଜେଡି ଛାଡ଼ିଲେ ଆନନ୍ଦପୁର ବିଧାୟକ ଭାଗିରଥୀ ସେଠୀ appeared first on Dharitri Odia News.
ଆନନ୍ଦପୁର,୩୦।୪: ବିଜେଡି ଛାଡ଼ିଲେ ଆନନ୍ଦପୁର ବିଧାୟକ ଭାଗିରଥୀ ସେଠୀ। ଦଳର ପ୍ରାଥମିକ ସଦସ୍ୟ ପଦରୁ ସେ ମଙ୍ଗଳବାର ଇସ୍ତଫା ଦେଇଛନ୍ତି। ଏନେଇ ସେ ନିଜର ଇସ୍ତଫାପତ୍ର ଦଳର ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ନିକଟକୁ ପଠାଇଛନ୍ତି। ତେବେ ନିକଟରେ ଦଳ ଆନନ୍ଦପୁର ଆସନ ଲାଗି ଅଭିମନ୍ୟୁ ସେଠୀଙ୍କ ନାମ ଘୋଷଣା କରିଥିଲା।
ପ୍ରକାଶ ଯେ, ଆଜି ଆଉ ଜଣେ ବିଜେଡି ନେତା ଦଳ ଛାଡ଼ିଥିଲେ। ପୂର୍ବତନ କାକଟପୁର ବିଧାୟକ ସୁରେନ୍ଦ୍ର ସେଠୀ ଦଳ ଟିକେଟ ଦେଇ ନ ଥିବାରୁ ଅସନ୍ତୁଷ୍ଟ ହୋଇ ଇସ୍ତଫା ଦେଇଥିଲେ।
The post ବିଜେଡି ଛାଡ଼ିଲେ ଆନନ୍ଦପୁର ବିଧାୟକ ଭାଗିରଥୀ ସେଠୀ appeared first on Dharitri Odia News.