ବିଜେଡି ଛାଡ଼ିଲେ ବିଧାୟକ ଅରବିନ୍ଦ ଢାଲି
ଭୁବନେଶ୍ୱର,୨।୩: ଜୟଦେବ ବିଧାୟକ ଅରବିନ୍ଦ ଢାଲି ଶନିବାର ବିଜେଡି ଛାଡିଛନ୍ତି। ସେ ଦଳରୁ ଇସ୍ତଫା ଦେବା ସହ ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ସେ ତାଙ୍କ ଇସ୍ତଫାପତ୍ର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ପଠାଇଛନ୍ତି। ସେ ରବିବାର ଭାଜପାରେ ଯୋଗଦେବେ ବୋଲି ଚର୍ଚ୍ଚା ହେଉଛି। The post ବିଜେଡି ଛାଡ଼ିଲେ ବିଧାୟକ ଅରବିନ୍ଦ ଢାଲି appeared first on Dharitri Odia News.
ଭୁବନେଶ୍ୱର,୨।୩: ଜୟଦେବ ବିଧାୟକ ଅରବିନ୍ଦ ଢାଲି ଶନିବାର ବିଜେଡି ଛାଡିଛନ୍ତି। ସେ ଦଳରୁ ଇସ୍ତଫା ଦେବା ସହ ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ସେ ତାଙ୍କ ଇସ୍ତଫାପତ୍ର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ପଠାଇଛନ୍ତି। ସେ ରବିବାର ଭାଜପାରେ ଯୋଗଦେବେ ବୋଲି ଚର୍ଚ୍ଚା ହେଉଛି।
The post ବିଜେଡି ଛାଡ଼ିଲେ ବିଧାୟକ ଅରବିନ୍ଦ ଢାଲି appeared first on Dharitri Odia News.