ବିଜେଡି ଛାଡ଼ିଲେ ପ୍ରଫୁଲ୍ଲ ସାମଲଙ୍କ ପୁଅ।

ଭଦ୍ରକରେ ବିଜେଡିକୁ ଶକ୍ତ ଧକ୍କା। ବିଜେଡି ଛାଡ଼ିଲେ ପ୍ରଫୁଲ୍ଲ ସାମଲଙ୍କ ପୁଅ। ବିଜେଡିରୁ ଇସ୍ତଫା ଦେଲେ ପ୍ରଫୁଲ୍ଲଙ୍କ ପୁଅ ପ୍ରୟାସକାନ୍ତି ସାମଲ। ୨୦୦୩ରେ ଭଦ୍ରକ ପୌରପାଳିକା ଅଧ୍ୟକ୍ଷ ଥିଲେ ପ୍ରୟାସକାନ୍ତି।

ବିଜେଡି ଛାଡ଼ିଲେ ପ୍ରଫୁଲ୍ଲ ସାମଲଙ୍କ ପୁଅ।
Array