ବିଜେଡି ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁଙ୍କୁ ବାଚସ୍ପତି ନିଯୁକ୍ତ

ଭୁବନେଶ୍ୱର,୧୩।୬: ରାଜ୍ୟପାଳ ରଘୁବର ଦାସ ଗୁରୁବାର ବିଜେଡି ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁଙ୍କୁ କାମଚଳା ବାଚସ୍ପତି ଭାବେ ନିଯୁକ୍ତ କରିଛନ୍ତି। ନୂଆ ବିଧାୟକଙ୍କୁ ଶପଥ ପାଠ କରାଇବେ କାମଚଳା ବାଚସ୍ପତି ରଣେନ୍ଦ୍ର। ୧୮ ଓ ୧୯ରେ ଶପଥ ନେବେ ନୂଆ ବିଧାୟକ। ଜୁନ ୨୦ରେ ବିଧାନସଭା ବାଚସ୍ପତି ନିର୍ବାଚନ ହେବ ବୋଲି ଜଣାପଡିଛି। The post ବିଜେଡି ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁଙ୍କୁ ବାଚସ୍ପତି ନିଯୁକ୍ତ appeared first on Dharitri Odia News.

ବିଜେଡି ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁଙ୍କୁ ବାଚସ୍ପତି ନିଯୁକ୍ତ

ଭୁବନେଶ୍ୱର,୧୩।୬: ରାଜ୍ୟପାଳ ରଘୁବର ଦାସ ଗୁରୁବାର ବିଜେଡି ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁଙ୍କୁ କାମଚଳା ବାଚସ୍ପତି ଭାବେ ନିଯୁକ୍ତ କରିଛନ୍ତି। ନୂଆ ବିଧାୟକଙ୍କୁ ଶପଥ ପାଠ କରାଇବେ କାମଚଳା ବାଚସ୍ପତି ରଣେନ୍ଦ୍ର। ୧୮ ଓ ୧୯ରେ ଶପଥ ନେବେ ନୂଆ ବିଧାୟକ।
ଜୁନ ୨୦ରେ ବିଧାନସଭା ବାଚସ୍ପତି ନିର୍ବାଚନ ହେବ ବୋଲି ଜଣାପଡିଛି।

The post ବିଜେଡି ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁଙ୍କୁ ବାଚସ୍ପତି ନିଯୁକ୍ତ appeared first on Dharitri Odia News.