ବିଜେଡି ବିଧାୟକଙ୍କ ରାଲିରେ ମାଡିଗଲା ଟ୍ରକ୍: ୩ ଆହତ
ଭୁବନେଶ୍ୱର,୩୦।୪: କଟକ ଜିଲା ବଡମ୍ବାରେ ବିଜେଡି ବିଧାୟକଙ୍କ ରାଲି ଉପରକୁ ମାଡିଗଲା ଟ୍ରକ୍। ଏହି ଦୁର୍ଘଟଣାରେ ୩ ଜଣ ଗୁରୁତର ଆହତ ହୋଇଥିବା ଜଣାପଡିଛି। ବଡମ୍ବା ଟାଉନ ନିକଟରେ ମଙ୍ଗଳବାର ବିଜେଡି ବିଧାୟକ ଦେବୀ ମିଶ୍ରଙ୍କ ରାଲି ଆୟୋଜିତ ହୋଇଥିଲା। ଏଥିରେ ବହୁ ସଂଖ୍ୟାରେ ଲୋକ ଯୋଗ ଦେଇଥିଲେ। ସେହି ସମୟରେ ହଠାତ୍ ଦ୍ରୁତ ଗତିରେ ଆସୁଥିବା ଏକ ଟ୍ରକ୍ ନିୟନ୍ତ୍ରଣ ହରାଇ ରାଲି ଉପରେ ମାଡି ଯାଇଥିଲା। The post ବିଜେଡି ବିଧାୟକଙ୍କ ରାଲିରେ ମାଡିଗଲା ଟ୍ରକ୍: ୩ ଆହତ appeared first on Dharitri Odia News.
ଭୁବନେଶ୍ୱର,୩୦।୪: କଟକ ଜିଲା ବଡମ୍ବାରେ ବିଜେଡି ବିଧାୟକଙ୍କ ରାଲି ଉପରକୁ ମାଡିଗଲା ଟ୍ରକ୍। ଏହି ଦୁର୍ଘଟଣାରେ ୩ ଜଣ ଗୁରୁତର ଆହତ ହୋଇଥିବା ଜଣାପଡିଛି। ବଡମ୍ବା ଟାଉନ ନିକଟରେ ମଙ୍ଗଳବାର ବିଜେଡି ବିଧାୟକ ଦେବୀ ମିଶ୍ରଙ୍କ ରାଲି ଆୟୋଜିତ ହୋଇଥିଲା। ଏଥିରେ ବହୁ ସଂଖ୍ୟାରେ ଲୋକ ଯୋଗ ଦେଇଥିଲେ। ସେହି ସମୟରେ ହଠାତ୍ ଦ୍ରୁତ ଗତିରେ ଆସୁଥିବା ଏକ ଟ୍ରକ୍ ନିୟନ୍ତ୍ରଣ ହରାଇ ରାଲି ଉପରେ ମାଡି ଯାଇଥିଲା।
The post ବିଜେଡି ବିଧାୟକଙ୍କ ରାଲିରେ ମାଡିଗଲା ଟ୍ରକ୍: ୩ ଆହତ appeared first on Dharitri Odia News.