ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ପାଣ୍ଡିଆନଙ୍କ ଦିଲ୍ଲୀ ଗସ୍ତ :ସସ୍ମିତ

ଭୁବନେଶ୍ୱର  : ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ଦିଲ୍ଲୀ ଯାଇଛନ୍ତି କାର୍ତ୍ତିକ ପାଣ୍ଡିଆନ । ପାଣ୍ଡିଆନଙ୍କ ଦିଲ୍ଲୀ ଗସ୍ତକୁ ନେଇ ସୂଚନା ଦେଇଛନ୍ତି ବିଜେଡି ଜାତୀୟ ମୁଖପାତ୍ର ସସ୍ମିତ ପାତ୍ର। କିନ୍ତୁ ପାଣ୍ଡିଆନଙ୍କ ଦିଲ୍ଲୀ ଗସ୍ତକୁ ନେଇ କିଛି ଗଣମାଧ୍ୟମ ବିଭ୍ରାନ୍ତିକର,ରୁଚିହୀନ ଖବର ପରିବେଷଣ କରୁଛନ୍ତି । ଏଥରୁ ନିବୃତ ରହିବାକୁ ଗଣମାଧ୍ୟମକୁ ଅନୁରୋଧ କରିଛନ୍ତି ସସ୍ମିତ । ଯଦି କେହି ନେତାମାନେ କୁଆଡେ ଯାଆନ୍ତି ତେବେ ସେ ଗଣମାଧ୍ୟମକୁ କହିକି ଯାଆନ୍ତି ନାହିଁ ବୋଲି […] The post ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ପାଣ୍ଡିଆନଙ୍କ ଦିଲ୍ଲୀ ଗସ୍ତ :ସସ୍ମିତ appeared first on KNews Odisha.

ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ପାଣ୍ଡିଆନଙ୍କ ଦିଲ୍ଲୀ ଗସ୍ତ :ସସ୍ମିତ
pandian

ଭୁବନେଶ୍ୱର  : ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ଦିଲ୍ଲୀ ଯାଇଛନ୍ତି କାର୍ତ୍ତିକ ପାଣ୍ଡିଆନ । ପାଣ୍ଡିଆନଙ୍କ ଦିଲ୍ଲୀ ଗସ୍ତକୁ ନେଇ ସୂଚନା ଦେଇଛନ୍ତି ବିଜେଡି ଜାତୀୟ ମୁଖପାତ୍ର ସସ୍ମିତ ପାତ୍ର। କିନ୍ତୁ ପାଣ୍ଡିଆନଙ୍କ ଦିଲ୍ଲୀ ଗସ୍ତକୁ ନେଇ କିଛି ଗଣମାଧ୍ୟମ ବିଭ୍ରାନ୍ତିକର,ରୁଚିହୀନ ଖବର ପରିବେଷଣ କରୁଛନ୍ତି । ଏଥରୁ ନିବୃତ ରହିବାକୁ ଗଣମାଧ୍ୟମକୁ ଅନୁରୋଧ କରିଛନ୍ତି ସସ୍ମିତ । ଯଦି କେହି ନେତାମାନେ କୁଆଡେ ଯାଆନ୍ତି ତେବେ ସେ ଗଣମାଧ୍ୟମକୁ କହିକି ଯାଆନ୍ତି ନାହିଁ ବୋଲି କହିଛନ୍ତି ସସ୍ମିତ।

The post ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ପାଣ୍ଡିଆନଙ୍କ ଦିଲ୍ଲୀ ଗସ୍ତ :ସସ୍ମିତ appeared first on KNews Odisha.