ବିଜେଡି ସଭାପତି ପଦ ପାଇଁ ନାମାଙ୍କନ ଦାଖଲ କଲେ ନବୀନ ପଟ୍ଟନାୟକ

ଭୁବନେଶ୍ବର ୧୭।୪: ବିଜେଡିର ସାଙ୍ଗଠନିକ ନିର୍ବାଚନ ପ୍ରକ୍ରିୟା ଜାରି ରହିଛି । ଏହି ପରିପ୍ରେକ୍ଷୀରେ ବିଜୁ ଜନତା ଦଳର ସଭାପତି ପଦ ପାଇଁ ନାମାଙ୍କନ ଦାଖଲ କରିଛନ୍ତି ନବୀନ ପଟ୍ଟନାୟକ । ଶଙ୍ଖ ଭବନରେ ସେ ତାଙ୍କ ନାମାଙ୍କନ ପତ୍ର ନିର୍ବାଚନ ଅଧିକାରୀ ପ୍ରତାପ ଦେବଙ୍କ ନିକଟରେ ଦାଖଲ କରିଛନ୍ତି । ନବମ ଥର ପାଇଁ ଏକମାତ୍ର ପ୍ରାର୍ଥୀ ଭାବେ ନବୀନ ନାମାଙ୍କନ ଦାଖଲ କରିଛନ୍ତି । ଆସନ୍ତା ୧୯ ତାରିଖରେ ସଭାପତିଙ୍କ ନାମ ଘୋଷଣା କରିବ ବିଜେଡି । ତେବେ ଚଳିତ ଥର ନବୀନ ନିର୍ବାଚିତ ହେଲେ ନବମ ଥର ପାଇଁ ବିଜେଡିର ମଙ୍ଗ ଧରିବେ । You Can Read:ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ତିରୋଧାନ ଦିବସ, ବିଜୁ ପଟ୍ଟନାୟକ ପାର୍କରେ ପୁଷ୍ପମାଲ୍ୟ ଅର୍ପଣ କଲେ ନବୀନ ପଟ୍ଟନାୟକ

ବିଜେଡି ସଭାପତି ପଦ ପାଇଁ ନାମାଙ୍କନ ଦାଖଲ କଲେ ନବୀନ ପଟ୍ଟନାୟକ

ଭୁବନେଶ୍ବର ୧୭ବିଜେଡିର ସାଙ୍ଗଠନିକ ନିର୍ବାଚନ ପ୍ରକ୍ରିୟା ଜାରି ରହିଛି । ଏହି ପରିପ୍ରେକ୍ଷୀରେ ବିଜୁ ଜନତା ଦଳର ସଭାପତି ପଦ ପାଇଁ ନାମାଙ୍କନ ଦାଖଲ କରିଛନ୍ତି ନବୀନ ପଟ୍ଟନାୟକ । ଶଙ୍ଖ ଭବନରେ ସେ ତାଙ୍କ ନାମାଙ୍କନ ପତ୍ର ନିର୍ବାଚନ ଅଧିକାରୀ ପ୍ରତାପ ଦେବଙ୍କ ନିକଟରେ ଦାଖଲ କରିଛନ୍ତି । 

ନବମ ଥର ପାଇଁ ଏକମାତ୍ର ପ୍ରାର୍ଥୀ ଭାବେ ନବୀନ ନାମାଙ୍କନ ଦାଖଲ କରିଛନ୍ତି । ଆସନ୍ତା ୧୯ ତାରିଖରେ ସଭାପତିଙ୍କ ନାମ ଘୋଷଣା କରିବ ବିଜେଡି । ତେବେ ଚଳିତ ଥର ନବୀନ ନିର୍ବାଚିତ ହେଲେ ନବମ ଥର ପାଇଁ ବିଜେଡିର ମଙ୍ଗ ଧରିବେ । 

You Can Read:

ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ତିରୋଧାନ ଦିବସ, ବିଜୁ ପଟ୍ଟନାୟକ ପାର୍କରେ ପୁଷ୍ପମାଲ୍ୟ ଅର୍ପଣ କଲେ ନବୀନ ପଟ୍ଟନାୟକ