ବିଜେଡି ସରକାର ବିରୋଧରେ ଚାର୍ଜସିଟ୍‌ ଆଣିଲା ଭାଜପା

ଭୁବନେଶ୍ୱର,୨୪।୪: ବିଜେଡି ବିରୋଧରେ ଚାର୍ଜସିଟ୍‌ ଆଣିଲା ଭାଜପା। ବିଜେଡି ସରକାରରେ ଅନ୍ୟାୟ, ଦୁର୍ନୀତି, ଅଗଣତାନ୍ତ୍ରିକ ଶାସନ ବ୍ୟବସ୍ଥା, ମହିଳା ବିରୋଧୀ ହିଂସାକୁ ଚାର୍ଜସିଟରେ ସ୍ଥାନ ଦେଇଛି ଦଳ। ଏଥିସହ ସ୍ବାସ୍ଥ୍ୟ, ଶିକ୍ଷା ,ପାନୀୟ ଜଳ ବ୍ୟବସ୍ଥା ମଧ୍ୟ ପ୍ରସଙ୍ଗ ରହିବ। ଏହି ଚାର୍ଜସିଟ୍‌କୁ ନେଇ ଭାଜପା ଲୋକଙ୍କ ପାଖକୁ ଯିବ। କେନ୍ଦ୍ର ମନ୍ତ୍ରୀ ଭୂପେନ୍ଦ ଯାଦବ ରାଜ୍ୟ କାର୍ଯ୍ୟାଳୟରେ ଚାର୍ଜସିଟ୍‌ ଲୋକାର୍ପଣ କରିଛନ୍ତି । କେତେଦିନ ସହିବା ,ପରିବର୍ତ୍ତନ ଆଣିବା ନାଁରେ ଚାର୍ଜସିଟ୍‌ ହୋଇଛି।   The post ବିଜେଡି ସରକାର ବିରୋଧରେ ଚାର୍ଜସିଟ୍‌ ଆଣିଲା ଭାଜପା appeared first on Dharitri Odia News.

ବିଜେଡି ସରକାର ବିରୋଧରେ ଚାର୍ଜସିଟ୍‌ ଆଣିଲା ଭାଜପା

ଭୁବନେଶ୍ୱର,୨୪।୪: ବିଜେଡି ବିରୋଧରେ ଚାର୍ଜସିଟ୍‌ ଆଣିଲା ଭାଜପା। ବିଜେଡି ସରକାରରେ ଅନ୍ୟାୟ, ଦୁର୍ନୀତି, ଅଗଣତାନ୍ତ୍ରିକ ଶାସନ ବ୍ୟବସ୍ଥା, ମହିଳା ବିରୋଧୀ ହିଂସାକୁ ଚାର୍ଜସିଟରେ ସ୍ଥାନ ଦେଇଛି ଦଳ। ଏଥିସହ ସ୍ବାସ୍ଥ୍ୟ, ଶିକ୍ଷା ,ପାନୀୟ ଜଳ ବ୍ୟବସ୍ଥା ମଧ୍ୟ ପ୍ରସଙ୍ଗ ରହିବ। ଏହି ଚାର୍ଜସିଟ୍‌କୁ ନେଇ ଭାଜପା ଲୋକଙ୍କ ପାଖକୁ ଯିବ। କେନ୍ଦ୍ର ମନ୍ତ୍ରୀ ଭୂପେନ୍ଦ ଯାଦବ ରାଜ୍ୟ କାର୍ଯ୍ୟାଳୟରେ ଚାର୍ଜସିଟ୍‌ ଲୋକାର୍ପଣ କରିଛନ୍ତି । କେତେଦିନ ସହିବା ,ପରିବର୍ତ୍ତନ ଆଣିବା ନାଁରେ ଚାର୍ଜସିଟ୍‌ ହୋଇଛି।

 

The post ବିଜେଡି ସରକାର ବିରୋଧରେ ଚାର୍ଜସିଟ୍‌ ଆଣିଲା ଭାଜପା appeared first on Dharitri Odia News.