ବିଜେଡିକୁ ଝଟ୍କା: ପ୍ରତିଷ୍ଠା ଦିବସରେ ଦଳ ଛାଡ଼ଲେ ବ୍ଲକ ଅଧ୍ୟକ୍ଷ
ଭୁବନେଶ୍ୱର,୨୬।୧୨: ବିଜେଡି ପ୍ରତିଷ୍ଠା ଦିବସରେ ଦଳ ଛାଡ଼ି ଭାଜପାରେ ମିଶିଲେ ଭଞ୍ଜନଗର ବ୍ଲକ ଅଧ୍ୟକ୍ଷ। ପ୍ରତିଷ୍ଠା ଦିବସରେ ପଦ୍ମ ଧରିଲେ ବ୍ଲକ ଅଧ୍ୟକ୍ଷ ନରିସଭା ନାୟକ। ବ୍ଲକ ଅଧ୍ୟକ୍ଷ ଓ ୩ ସମିତି ସଭ୍ୟ ଭାଜପାରେ ମିଶିଲେ। ଭଞ୍ଜନଗର ବିଧାୟକଙ୍କ ଉପସ୍ଥିତିରେ ମିଶ୍ରଣ ପର୍ବରେ ସାମିଲ ହୋଇଛନ୍ତି। The post ବିଜେଡିକୁ ଝଟ୍କା: ପ୍ରତିଷ୍ଠା ଦିବସରେ ଦଳ ଛାଡ଼ଲେ ବ୍ଲକ ଅଧ୍ୟକ୍ଷ appeared first on Dharitri Odia News.
ଭୁବନେଶ୍ୱର,୨୬।୧୨: ବିଜେଡି ପ୍ରତିଷ୍ଠା ଦିବସରେ ଦଳ ଛାଡ଼ି ଭାଜପାରେ ମିଶିଲେ ଭଞ୍ଜନଗର ବ୍ଲକ ଅଧ୍ୟକ୍ଷ। ପ୍ରତିଷ୍ଠା ଦିବସରେ ପଦ୍ମ ଧରିଲେ ବ୍ଲକ ଅଧ୍ୟକ୍ଷ ନରିସଭା ନାୟକ। ବ୍ଲକ ଅଧ୍ୟକ୍ଷ ଓ ୩ ସମିତି ସଭ୍ୟ ଭାଜପାରେ ମିଶିଲେ। ଭଞ୍ଜନଗର ବିଧାୟକଙ୍କ ଉପସ୍ଥିତିରେ ମିଶ୍ରଣ ପର୍ବରେ ସାମିଲ ହୋଇଛନ୍ତି।
The post ବିଜେଡିକୁ ଝଟ୍କା: ପ୍ରତିଷ୍ଠା ଦିବସରେ ଦଳ ଛାଡ଼ଲେ ବ୍ଲକ ଅଧ୍ୟକ୍ଷ appeared first on Dharitri Odia News.