ବିଜେଡିର ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା

ଲୋକସଭା ଏବଂ ବିଧାନସଭା ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କଲା ବିଜେଡି।

ବିଜେଡିର ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା

ସାଧାରଣ ନିର୍ବାଚନ ପାଇଁ ବିଜେଡି ଆଜି ନିଜର ପ୍ରଥମ ପ୍ରାର୍ଥୀ ତାଲିକା ଘୋଷଣା କରିଛି । ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ଆଜି ଦୀର୍ଘ ୧୫ଦିନ ପରେ ଭିଡିଓ ମାଧ୍ୟମରେ ଗଣମାଧ୍ୟମକୁ ଆସି ଉଭୟ ବିଧାନସଭା ଓ ଲୋକସଭା ଆସନ ପାଇଁ ନିଜର ଦଳୀୟ ପ୍ରାର୍ଥୀ ଘୋଷଣା କରିଛନ୍ତି । ପ୍ରଥମ ପର୍ଯ୍ୟାୟରେ ଦଳ ୭୧ ବିଧାନସଭା ଓ ୯ ଲୋକସଭା ପାଇଁ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛି। ଜାଣନ୍ତୁ କିଏ ଲଢ଼ିବେ କେଉଁଠୁ ନିର୍ବାଚନ ?