ବିଜେଡିର ବରିଷ୍ଠ ନେତା ତଥା ନୟାଗଡ଼ ବିଧାୟକଙ୍କୁ ବଡ଼ ଝଟ୍କା, ନୋଟିସ୍ ପଠାଇଲେ ହାଇକୋର୍ଟ
ନୟାଗଡ଼, ୦୬।୦୮: ବିଜୁ ଜନତା ଦଳର ବରିଷ୍ଠ ନେତା ତଥା ନୟାଗଡ଼ ବିଧାୟକ ଅରୁଣ ସାହୁଙ୍କୁ ବଡ଼ ଝଟ୍କା ଲାଗିଛି । ନିର୍ବାଚନରେ ଅନିୟମିତତା ହୋଇଥିବା ନେଇ ରୁଜୁ ମାମଲାରେ ଓଡ଼ିଶା ହାଇକୋର୍ଟ ତାଙ୍କୁ ନୋଟିସ୍ ଜାରି କରିଛନ୍ତି । ଚଳିତ ବର୍ଷ ହୋଇଥିବା ବିଧାନସଭା ନିର୍ବାଚନରେ ନୟାଗଡ଼ରୁ ନାମାଙ୍କନ ଦାଖଲ କରିଥିଲେ ଅରୁଣ । ହେଲେ ଏହି ନାମାଙ୍କନର ସତ୍ୟପାଠରେ ସେ ତଥ୍ୟ ଲୁଚାଇଥିବା ନେଇ ହାଇକୋର୍ଟରେ ମାମଲା ଦାଏର ହୋଇଛି । ଯାହାକୁ ନେଇ […] The post ବିଜେଡିର ବରିଷ୍ଠ ନେତା ତଥା ନୟାଗଡ଼ ବିଧାୟକଙ୍କୁ ବଡ଼ ଝଟ୍କା, ନୋଟିସ୍ ପଠାଇଲେ ହାଇକୋର୍ଟ appeared first on Dharitri Odia News.
ନୟାଗଡ଼, ୦୬।୦୮: ବିଜୁ ଜନତା ଦଳର ବରିଷ୍ଠ ନେତା ତଥା ନୟାଗଡ଼ ବିଧାୟକ ଅରୁଣ ସାହୁଙ୍କୁ ବଡ଼ ଝଟ୍କା ଲାଗିଛି । ନିର୍ବାଚନରେ ଅନିୟମିତତା ହୋଇଥିବା ନେଇ ରୁଜୁ ମାମଲାରେ ଓଡ଼ିଶା ହାଇକୋର୍ଟ ତାଙ୍କୁ ନୋଟିସ୍ ଜାରି କରିଛନ୍ତି । ଚଳିତ ବର୍ଷ ହୋଇଥିବା ବିଧାନସଭା ନିର୍ବାଚନରେ ନୟାଗଡ଼ରୁ ନାମାଙ୍କନ ଦାଖଲ କରିଥିଲେ ଅରୁଣ । ହେଲେ ଏହି ନାମାଙ୍କନର ସତ୍ୟପାଠରେ ସେ ତଥ୍ୟ ଲୁଚାଇଥିବା ନେଇ ହାଇକୋର୍ଟରେ ମାମଲା ଦାଏର ହୋଇଛି । ଯାହାକୁ ନେଇ ଉଚ୍ଚ ନ୍ୟାୟାଳୟଙ୍କ ପକ୍ଷରୁ ତାଙ୍କୁ ନୋଟିସ୍ ଜାରି କରାଯାଇଛି ।
The post ବିଜେଡିର ବରିଷ୍ଠ ନେତା ତଥା ନୟାଗଡ଼ ବିଧାୟକଙ୍କୁ ବଡ଼ ଝଟ୍କା, ନୋଟିସ୍ ପଠାଇଲେ ହାଇକୋର୍ଟ appeared first on Dharitri Odia News.