ବିଜେଡିର ଭିତିରି ଗୁମର ଖୋଲିଲେ ସୁନନ୍ଦା

୫ ମାସ ହେଲା ଦଳରେ ଅଣଦେଖା ହୋଇ ରହିଥିବା ସେ ଅଭିଯୋଗ କରିଛନ୍ତି।

ବିଜେଡିର ଭିତିରି ଗୁମର ଖୋଲିଲେ ସୁନନ୍ଦା

ବିଜେଡି ଛାଡ଼ିଲେ ବରୀର ପୂର୍ବତନ ବିଧାୟକ ସୁନନ୍ଦା ଦାସ। ୫ ମାସ ହେଲା ଦଳରେ ଅଣଦେଖା ହୋଇ ରହିଥିବା ସେ ଅଭିଯୋଗ କରିଛନ୍ତି। ଦେଖନ୍ତୁ ପୂରା ରିପୋର୍ଟ ।