ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ସାଂସଦ ପ୍ରଭାସ ସିଂହ
ଭୁବନେଶ୍ବର ୮।୪: ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ସାଂସଦ ପ୍ରଭାସ ସିଂହ । ପୂର୍ବତନ ସାଂସଦ ତଥା ବରଗଡ଼ ଜିଲ୍ଲା ବିଜେଡି ସଭାପତି ଥିଲେ ପ୍ରଭାସ । ନବୀନ ନିବାସ ଆସି ସେ ତାଙ୍କ ଇସ୍ତଫା ପତ୍ର ପ୍ରଦାନ କରିଛନ୍ତି । ୨୦୧୪ରୁ ୧୯ ପର୍ଯ୍ୟନ୍ତ ବରଗଡ଼ ସାଂସଦ ଥିଲେ ପ୍ରଭାସ ସିଂହ । ଏଥର ଟିକେଟ୍ ଆଶାୟୀ ଥିଲେ । ଦଳ ବରଗଡରୁ ପରିଣିତା ମିଶ୍ରଙ୍କୁ ଟିକେଟ୍ ଦେଇଛି । ଯେଉଁଥି ପାଇଁ ସେ ଇସ୍ତଫା ଦେଇଥିବା ନେଇ ଚର୍ଚ୍ଚା ହେଉଛି ।You Can Read :ବିଜେଡିର ମିଶ୍ରଣ ପର୍ବ : ବିଜେପି ଓ କଂଗ୍ରେସ ଛାଡି ବିଜେଡିରେ ସାମିଲ ହେଲେ ଯୁବନେତା
ଭୁବନେଶ୍ବର ୮।୪: ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ସାଂସଦ ପ୍ରଭାସ ସିଂହ । ପୂର୍ବତନ ସାଂସଦ ତଥା ବରଗଡ଼ ଜିଲ୍ଲା ବିଜେଡି ସଭାପତି ଥିଲେ ପ୍ରଭାସ । ନବୀନ ନିବାସ ଆସି ସେ ତାଙ୍କ ଇସ୍ତଫା ପତ୍ର ପ୍ରଦାନ କରିଛନ୍ତି ।
୨୦୧୪ରୁ ୧୯ ପର୍ଯ୍ୟନ୍ତ ବରଗଡ଼ ସାଂସଦ ଥିଲେ ପ୍ରଭାସ ସିଂହ । ଏଥର ଟିକେଟ୍ ଆଶାୟୀ ଥିଲେ । ଦଳ ବରଗଡରୁ ପରିଣିତା ମିଶ୍ରଙ୍କୁ ଟିକେଟ୍ ଦେଇଛି । ଯେଉଁଥି ପାଇଁ ସେ ଇସ୍ତଫା ଦେଇଥିବା ନେଇ ଚର୍ଚ୍ଚା ହେଉଛି ।

You Can Read :
ବିଜେଡିର ମିଶ୍ରଣ ପର୍ବ : ବିଜେପି ଓ କଂଗ୍ରେସ ଛାଡି ବିଜେଡିରେ ସାମିଲ ହେଲେ ଯୁବନେତା