ବିଜେଡିରେ ବର୍ଷା କରିବେ କ’ଣ ?

ଅନୁଭବ ମହାନ୍ତି ବିଜେଡି ଛାଡ଼ିବାର ପ୍ରାୟ ୨୦ ଦିନ ପରେ ବର୍ଷା ପ୍ରିୟଦର୍ଶିନୀ ବିଜେଡିରେ ମିଶିଛନ୍ତି। ମାର୍ଚ୍ଚ 30 ତାରିଖରେ ବିଜେଡିରୁ ଇସ୍ତଫା ଦେଇଥିଲେ କେନ୍ଦ୍ରାପଡ଼ା ସାଂସଦ।

ବିଜେଡିରେ ବର୍ଷା କରିବେ କ’ଣ ?

ବିଜେଡିରେ ମିଶିଲେ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ। ବିଜେଡିରେ ଯୋଗ ଦେବା ପରେ ବର୍ଷା କହିଥିଲେ, ମୁଁ ସାର୍‌ (ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ)ଙ୍କର ଜଣେ ଫ୍ୟାନ୍‌। ଏମିତିକି କେବଳ ତାଙ୍କୁ ଉତ୍ସର୍ଗ କରି ଏକ ଫିଲ୍ମ ତିଆରି କରିଥିଲି। ସୁଚନାଯୋଗ୍ୟ, ଅନୁଭବ ମହାନ୍ତି ବିଜେଡି ଛାଡ଼ିବାର ପ୍ରାୟ ୨୦ ଦିନ ପରେ ବର୍ଷା ପ୍ରିୟଦର୍ଶିନୀ ଏହି ଦଳରେ ମିଶିଛନ୍ତି। ମାର୍ଚ୍ଚ 30 ତାରିଖରେ ବିଜେଡିରୁ ଇସ୍ତଫା ଦେଇଥିଲେ କେନ୍ଦ୍ରାପଡ଼ା ସାଂସଦ। ସେ ବିଜେପିରେ ସାମିଲ ହୋଇଛନ୍ତି। ଦେଖନ୍ତୁ ପୂରା ରିପୋର୍ଟ।