ବିଜେଡିରେ ମିଶିଲେ ରମାରଞ୍ଜନ ବଳିଆରସିଂହ, ଭାଜପାରୁ ଦେଇଥିଲେ ଇସ୍ତଫା
ଭୁବନେଶ୍ୱର,୧୬।୫: ଭାଜପାରୁ ଇସ୍ତଫା ଦେବା ପରେ ବିଜେଡିରେ ସାମିଲ ହୋଇଛନ୍ତି ପୁରୀ ଜିଲା ସତ୍ୟବାଦୀ ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ରମାରଞ୍ଜନ ବଳିଆରସିଂହ। ଶଙ୍ଖ ଭବନରେ ଗୁରୁବାର ଆୟୋଜିତ ମିଶ୍ରଣପର୍ବରେ ସେ ବିଜେଡିରେ ମିଶିଛନ୍ତି। ପ୍ରକାଶ ଯେ, ଆଜି ସେ ଭାଜପାର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଥିଲେ। ସେ ତାଙ୍କ ଇସ୍ତଫାପତ୍ରକୁ ରାଜ୍ୟ ସଭାପତି ମନମୋହନ ସାମଲଙ୍କ ପାଖକୁ ପଠାଇଥିଲେ। ତେବେ ସେ ଭାଜପାର ମୁଖପାତ୍ର ଥିଲେ। ୨୫ରେ ସତ୍ୟବାଦୀରେ ଭୋଟ୍ଗ୍ରହଣ ହେବାକୁ ଥିବା ବେଳେ କେଉଁ […] The post ବିଜେଡିରେ ମିଶିଲେ ରମାରଞ୍ଜନ ବଳିଆରସିଂହ, ଭାଜପାରୁ ଦେଇଥିଲେ ଇସ୍ତଫା appeared first on Dharitri Odia News.
ଭୁବନେଶ୍ୱର,୧୬।୫: ଭାଜପାରୁ ଇସ୍ତଫା ଦେବା ପରେ ବିଜେଡିରେ ସାମିଲ ହୋଇଛନ୍ତି ପୁରୀ ଜିଲା ସତ୍ୟବାଦୀ ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ରମାରଞ୍ଜନ ବଳିଆରସିଂହ। ଶଙ୍ଖ ଭବନରେ ଗୁରୁବାର ଆୟୋଜିତ ମିଶ୍ରଣପର୍ବରେ ସେ ବିଜେଡିରେ ମିଶିଛନ୍ତି।
ପ୍ରକାଶ ଯେ, ଆଜି ସେ ଭାଜପାର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଥିଲେ। ସେ ତାଙ୍କ ଇସ୍ତଫାପତ୍ରକୁ ରାଜ୍ୟ ସଭାପତି ମନମୋହନ ସାମଲଙ୍କ ପାଖକୁ ପଠାଇଥିଲେ। ତେବେ ସେ ଭାଜପାର ମୁଖପାତ୍ର ଥିଲେ। ୨୫ରେ ସତ୍ୟବାଦୀରେ ଭୋଟ୍ଗ୍ରହଣ ହେବାକୁ ଥିବା ବେଳେ କେଉଁ କାରଣରୁ ସେ ଦଳ ଛାଡ଼ିଲେ ତାହା ଚର୍ଚ୍ଚାର ବିଷୟ ପାଲଟିଛି।
The post ବିଜେଡିରେ ମିଶିଲେ ରମାରଞ୍ଜନ ବଳିଆରସିଂହ, ଭାଜପାରୁ ଦେଇଥିଲେ ଇସ୍ତଫା appeared first on Dharitri Odia News.