ବିଜେପି କାହାକୁ କରିବ ମୁଖ୍ୟମନ୍ତ୍ରୀ?
ଓଡ଼ିଶାରେ ବିଜେପି ପ୍ରଥମ ଥର ଏକାକୀ ସରକାର ଗଠନ କରିବାକୁ ଯାଉଥିବା ବେଳେ ମୁଖ୍ୟମନ୍ତ୍ରୀ କିଏ ହେବେ, ତାକୁ ନେଇ ଜାରି ରହିଛି ସସ୍ପେନ୍ସ।
ଓଡ଼ିଶାର ମୁଖ୍ୟମନ୍ତ୍ରୀ କିଏ ହେବେ ବୋଲି ଚର୍ଚ୍ଚା ଚାଲିଥିବା ବେଳେ ଚର୍ଚ୍ଚାରେ ସବୁଠୁ ଆଗରେ ଅଛନ୍ତି ବିଧାୟକ ସୁରେଶ ପୂଜାରୀ। ଦେଖନ୍ତୁ ଏନେଇ ସୁରେଶଙ୍କ ସହ ସ୍ୱତନ୍ତ୍ର ସାକ୍ଷାତକାର...