ବିଜେପି ଛାଡ଼ିଲେ ସମ୍ବଲପୁର ସାଂସଦ ନୀତେଶ ଗଙ୍ଗଦେବ
ଭୁବନେଶ୍ବର: ବିଜେପି ଛାଡ଼ିଲେ ସମ୍ବଲପୁର ସାଂସଦ ନୀତେଶ ଗଙ୍ଗଦେବ। ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଲେ ନୀତେଶ ଗଙ୍ଗଦେବ। ସାମାଜିକ ଗଣମାଧ୍ୟମରେ ପୋଷ୍ଟ କରି ସୂଚନା ଦେଲେ। ସ୍ବାସ୍ଥ୍ୟଗତ ସମସ୍ୟା ଦର୍ଶାଇ ବିଜେପି ଛାଡ଼ିଥିବା ଉଲ୍ଲେଖ। ୨୦୧୯ରେ ସମ୍ବଲପୁର ସାଂସଦ ଭାବେ ନିର୍ବାଚିତ ହୋଇଥିଲେ।