ବିଜେପି ଛାଡ଼ିଲେ ଭୃଗୁ ବକ୍ସିପାତ୍ର
ବିଜେପିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଲେ ଭୃଗୁ ବକ୍ସିପାତ୍ର । ରାଜ୍ୟ ସଭାପତିଙ୍କ ନିକଟକୁ ପଠାଇଲେ ଇସ୍ତଫାପତ୍ର। ଗତଥର ବ୍ରହ୍ମପୁର ଲୋକସଭା କ୍ଷେତ୍ରରୁ ଲଢିଥିଲେ ଭୃଗୁ ।