ବିଜେପି ର ୬ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା
ଭୁବନେଶ୍ୱର : ୬ ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି ବିଜେପି I ଏଗୁଡିକ ମଧ୍ୟରେ – ଘସିପୁରାରୁ ଶମ୍ବୁନାଥ ରାଉତ, ଭୋଗରାଇରୁ ଆଶିଷ ପାତ୍ର, ଭଣ୍ଡାରୀପୋଖରୀରୁ ସୁଧାଂଶୁ ନାୟକ, ବରୀରୁ ଉମେଶ ଚନ୍ଦ୍ର ଜେନା, ବାରବାଟୀ କଟକରୁ ଡା.ପୂର୍ଣ୍ଣଚନ୍ଦ୍ର ମହାପାତ୍ର, ବେଗୁନିଆରୁ ପ୍ରକାଶ ଚନ୍ଦ୍ର ରଣ ବିଜୁଳି ପ୍ରାର୍ଥୀ ହୋଇଛନ୍ତି ।