ବିଜେପିରେ ଭର୍ତ୍ତୃହରି, ନିର୍ବାଚନରେ କେତେ ମିଳିବ ଫାଇଦା ?
ବିଜେପିରେ ଯୋଗ ଦେଲେ କଟକ ସାଂସଦ ଭର୍ତ୍ତୃହରି ମହତାବ।
ବିଜେପିରେ ଯୋଗ ଦେଲେ କଟକ ସାଂସଦ ଭର୍ତ୍ତୃହରି ମହତାବ। ଗତକାଲି ଦିଲ୍ଲୀ ସ୍ଥିତ ବିଜେପି ମୁଖ୍ୟ କାର୍ଯ୍ୟାଳୟରେ ସାଧାରଣ ସଂପାଦକ ବିନୋଦ ତାୱଡେ, ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା, କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରାଜ୍ୟ ସଭାପତି ମନମୋହନ ସାମଲ ଓ ରାଜ୍ୟ ବିଜେପି ନିର୍ବାଚନ ପ୍ରଭାରୀ ବିଜୟପାଲ ସିଂହ ତୋମାରଙ୍କ ଉପସ୍ଥିତିରେ ଭର୍ତ୍ତୃହରି ଦଳରେ ଯୋଗ ଦେଇଥିଲେ। ତେବେ ଏହାକୁ ନେଇ ବରିଷ୍ଠ ସାମ୍ବାଦିକ ରବି ଦାସ କଣ କହିଛନ୍ତି ଶୁଣନ୍ତୁ।