ବିଜେପିରେ ମିଶିଲେ ଅମରେନ୍ଦ୍ର
ବିଜେପିରେ ମିଶିଲେ ଜଗତସିଂହପୁରର ପୂର୍ବତନ ଜିଲ୍ଲା ବିଜେଡି ସଭାପତି ଅମରେନ୍ଦ୍ର ଦାସ।
ବିଜେପିରେ ମିଶିଲେ ଜଗତସିଂହପୁରର ପୂର୍ବତନ ଜିଲ୍ଲା ବିଜେଡି ସଭାପତି ଅମରେନ୍ଦ୍ର ଦାସ। ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ବିଜେପି ରାଜ୍ୟ କାର୍ଯ୍ୟାଳୟରେ ସେ ଆନୁଷ୍ଠାନିକ ଭାବେ ବିଜେପିରେ ସାମିଲ ହୋଇଛନ୍ତି। ସେ ବିଜେପିରେ ମିଶିବା ପରେ କଣ କହିଛନ୍ତି ଶୁଣନ୍ତୁ।