ବିଜେପିରେ ମିଶିଲେ କେନ୍ଦ୍ରାପଡ଼ାର ପୂର୍ବତନ ସାଂସଦ ଅର୍ଚ୍ଚନା ନାୟକ
ଭୁବନେଶ୍ବର ୨୨।୩: ବିଜେପିରେ ମିଶିଲେ କେନ୍ଦ୍ରାପଡ଼ାର ପୂର୍ବତନ ସାଂସଦ ଅର୍ଚ୍ଚନା ନାୟକ । କେନ୍ଦ୍ରାପଡା ଜିଲ୍ଲା ଡେରାବିଶର ବର୍ତ୍ତମାନର ଅଧ୍ୟକ୍ଷା ପ୍ରଭାତୀ ମଲ୍ଲିକ ଏବଂ ପୂର୍ବତନ ବ୍ଲକ ଅଧ୍ୟକ୍ଷ ସରୋଜ ସାହୁ ବିଜେଡି ଛାଡ଼ି ବିଜେପିରେ ମିଶିଲେ । ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଦଳର ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ପଦ୍ମ କ୍ୟାମ୍ପରେ ସାମିଲ ହୋଇଛନ୍ତି ।You Can Read:ଛାତ୍ରାବାସରୁ ପଞ୍ଚମ ଶ୍ରେଣୀ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ପୁଅର ମୃତ୍ୟୁ ପାଇଁ ପିଅନଙ୍କୁ ଦାୟୀ କଲେ ବାପା
ଭୁବନେଶ୍ବର ୨୨।୩: ବିଜେପିରେ ମିଶିଲେ କେନ୍ଦ୍ରାପଡ଼ାର ପୂର୍ବତନ ସାଂସଦ ଅର୍ଚ୍ଚନା ନାୟକ । କେନ୍ଦ୍ରାପଡା ଜିଲ୍ଲା ଡେରାବିଶର ବର୍ତ୍ତମାନର ଅଧ୍ୟକ୍ଷା ପ୍ରଭାତୀ ମଲ୍ଲିକ ଏବଂ ପୂର୍ବତନ ବ୍ଲକ ଅଧ୍ୟକ୍ଷ ସରୋଜ ସାହୁ ବିଜେଡି ଛାଡ଼ି ବିଜେପିରେ ମିଶିଲେ । ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଦଳର ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ପଦ୍ମ କ୍ୟାମ୍ପରେ ସାମିଲ ହୋଇଛନ୍ତି ।
You Can Read:
ଛାତ୍ରାବାସରୁ ପଞ୍ଚମ ଶ୍ରେଣୀ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ପୁଅର ମୃତ୍ୟୁ ପାଇଁ ପିଅନଙ୍କୁ ଦାୟୀ କଲେ ବାପା