ବିଜ୍ଞାପନରେ ଶଙ୍ଖ ଚିହ୍ନ ବ୍ୟବହାର ମାମଲାର ଅନ୍ତ ଘଟାଇଲେ ହାଇକୋର୍ଟ

କଟକ,୧୮ା୩(କାର୍ତ୍ତିକ ସାହୁ): ସରକାରୀ ବିଜ୍ଞାପନରେ ବିଜୁ ଜନତା ଦଳର ଶଙ୍ଖ ଚିହ୍ନ ବ୍ୟବହାରକୁ ବିରୋଧ କରି ହାଇକୋର୍ଟରେ ରୁଜୁ ମାମଲାର ଅନ୍ତ ଘଟିଛି। ନିର୍ବାଚନ କମିଶନର (ଇସି)ଙ୍କ ନିକଟରେ ଏ ସଂକ୍ରାନ୍ତୀୟ ମାମଲା ବିଚାରାଧିନ ଥିବାରୁ ହାଇକୋର୍ଟ ଉକ୍ତ ଆବେଦନକୁ ବିଚାର ପାଇଁ ଗ୍ରହଣ କରିନାହାନ୍ତି। ଇସିଙ୍କ ନିଷ୍ପତିରେ ଅସନ୍ତୁଷ୍ଟ ହେଲେ ଆବେଦନକାରୀ ପୁଣି ହାଇକୋର୍ଟରେ ଆବେଦନ କରିପାରିବେ ବୋଲି ଅଦାଲତ ସ୍ପଷ୍ଟ କରିଛନ୍ତି। ଭାଜପା ନେତା ଯତୀନ ମହାନ୍ତିଙ୍କ ପକ୍ଷରୁ ଏନେଇ ହାଇକୋର୍ଟରେ ମାମଲା ରୁଜୁ […] The post ବିଜ୍ଞାପନରେ ଶଙ୍ଖ ଚିହ୍ନ ବ୍ୟବହାର ମାମଲାର ଅନ୍ତ ଘଟାଇଲେ ହାଇକୋର୍ଟ appeared first on Dharitri Odia News.

ବିଜ୍ଞାପନରେ ଶଙ୍ଖ ଚିହ୍ନ ବ୍ୟବହାର ମାମଲାର ଅନ୍ତ ଘଟାଇଲେ ହାଇକୋର୍ଟ

କଟକ,୧୮ା୩(କାର୍ତ୍ତିକ ସାହୁ): ସରକାରୀ ବିଜ୍ଞାପନରେ ବିଜୁ ଜନତା ଦଳର ଶଙ୍ଖ ଚିହ୍ନ ବ୍ୟବହାରକୁ ବିରୋଧ କରି ହାଇକୋର୍ଟରେ ରୁଜୁ ମାମଲାର ଅନ୍ତ ଘଟିଛି। ନିର୍ବାଚନ କମିଶନର (ଇସି)ଙ୍କ ନିକଟରେ ଏ ସଂକ୍ରାନ୍ତୀୟ ମାମଲା ବିଚାରାଧିନ ଥିବାରୁ ହାଇକୋର୍ଟ ଉକ୍ତ ଆବେଦନକୁ ବିଚାର ପାଇଁ ଗ୍ରହଣ କରିନାହାନ୍ତି। ଇସିଙ୍କ ନିଷ୍ପତିରେ ଅସନ୍ତୁଷ୍ଟ ହେଲେ ଆବେଦନକାରୀ ପୁଣି ହାଇକୋର୍ଟରେ ଆବେଦନ କରିପାରିବେ ବୋଲି ଅଦାଲତ ସ୍ପଷ୍ଟ କରିଛନ୍ତି। ଭାଜପା ନେତା ଯତୀନ ମହାନ୍ତିଙ୍କ ପକ୍ଷରୁ ଏନେଇ ହାଇକୋର୍ଟରେ ମାମଲା ରୁଜୁ ହୋଇଥିଲା।

The post ବିଜ୍ଞାପନରେ ଶଙ୍ଖ ଚିହ୍ନ ବ୍ୟବହାର ମାମଲାର ଅନ୍ତ ଘଟାଇଲେ ହାଇକୋର୍ଟ appeared first on Dharitri Odia News.