ବିଡିଓଙ୍କୁ ଶୁଭେଚ୍ଛା ଜଣାଇବାକୁ ପହଞ୍ଚିଲେ….
କୋକସରା,୧୩।୧(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକରେ ନୂତନ ଭାବେ ଯୋଗଦେଇଥିବା ଗୋଷ୍ଠୀ ଉନ୍ନୟନ ଅଧିକାରୀ ବିଡିଓ ଡ଼. ହିମାଞ୍ଚଳ ମାଝୀଙ୍କୁ ଶୁକ୍ରବାର କୋକସରା ବ୍ଲକର ୨୨ ପଞ୍ଚାୟତର ସମିତି ସଭ୍ୟ ସମୂହଙ୍କ ପକ୍ଷରୁ ସମ୍ବର୍ଦ୍ଧନା ଦିଆଯାଇଛି। ବ୍ଲକ ଉପାଧ୍ୟକ୍ଷ ରାଜୀବ କୁମାର ଅଗ୍ରୱାଲଙ୍କ ନେତୃତ୍ୱରେ ସମିତି ସଭ୍ୟାସଭ୍ୟାବିଡ଼ିଓଙ୍କୁ ପୁଷ୍ପଗୁଚ୍ଛ ଓ ଉତ୍ତରୀୟ ଦେଇ ସମ୍ବର୍ଦ୍ଧନା ଜଣାଇଥିଲେ। ସମ୍ବର୍ଦ୍ଧନା ସମୟରେ ଗୁପ୍ତେଶର ବାଗ, ଘନଶ୍ୟାମ ନାଏକ, ଗଜାନନ ନିଆଲ, ଅଞ୍ଜନା ଦୁର୍ଗା, ବୈଦେହୀ ବେଶ୍ରା, ଅନୁସୂୟା […] The post ବିଡିଓଙ୍କୁ ଶୁଭେଚ୍ଛା ଜଣାଇବାକୁ ପହଞ୍ଚିଲେ…. appeared first on Dharitri Odia News.
କୋକସରା,୧୩।୧(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକରେ ନୂତନ ଭାବେ ଯୋଗଦେଇଥିବା ଗୋଷ୍ଠୀ ଉନ୍ନୟନ ଅଧିକାରୀ ବିଡିଓ ଡ଼. ହିମାଞ୍ଚଳ ମାଝୀଙ୍କୁ ଶୁକ୍ରବାର କୋକସରା ବ୍ଲକର ୨୨ ପଞ୍ଚାୟତର ସମିତି ସଭ୍ୟ ସମୂହଙ୍କ ପକ୍ଷରୁ ସମ୍ବର୍ଦ୍ଧନା ଦିଆଯାଇଛି। ବ୍ଲକ ଉପାଧ୍ୟକ୍ଷ ରାଜୀବ କୁମାର ଅଗ୍ରୱାଲଙ୍କ ନେତୃତ୍ୱରେ ସମିତି ସଭ୍ୟାସଭ୍ୟାବିଡ଼ିଓଙ୍କୁ ପୁଷ୍ପଗୁଚ୍ଛ ଓ ଉତ୍ତରୀୟ ଦେଇ ସମ୍ବର୍ଦ୍ଧନା ଜଣାଇଥିଲେ। ସମ୍ବର୍ଦ୍ଧନା ସମୟରେ ଗୁପ୍ତେଶର ବାଗ, ଘନଶ୍ୟାମ ନାଏକ, ଗଜାନନ ନିଆଲ, ଅଞ୍ଜନା ଦୁର୍ଗା, ବୈଦେହୀ ବେଶ୍ରା, ଅନୁସୂୟା ମାଝୀ ଉପସ୍ଥିତ ଥିଲେ। ବିଡିଓ ବ୍ଲକର ଉନ୍ନୟନ କାର୍ଯ୍ୟରେ ସମସ୍ତଙ୍କ ସହଯୋଗ କରିବାକୁ ଅନୁରୋଧ କରିଥିଲେ।
The post ବିଡିଓଙ୍କୁ ଶୁଭେଚ୍ଛା ଜଣାଇବାକୁ ପହଞ୍ଚିଲେ…. appeared first on Dharitri Odia News.