ବିଦିଶା ଲୋକସଭା ଆସନରୁ ପ୍ରାର୍ଥୀପତ୍ର ଦାଖଲ କଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ
ଭୋପାଳ,୧୯।୪: ଭାଜପାର ବରିଷ୍ଠ ନେତା ତଥା ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ବିଦିଶା ଲୋକସଭା ଆସନରୁ ପ୍ରାର୍ଥୀ ଭାବେ ଶୁକ୍ରବାର ନାମାଙ୍କନପତ୍ର ଦାଖଲ କରିଛନ୍ତି। ନାମାଙ୍କନପତ୍ର ଦାଖଲ ପୂର୍ବରୁ ଭୋପାଳସ୍ଥିତ ବାସଭବନରେ ଶିବରାଜ ସ୍ତ୍ରୀଙ୍କ ସହ ପୂଜାର୍ଚ୍ଚନା କରିଥିଲେ। ପରେ ସମର୍ଥକଙ୍କ ସହ ଏକ ରୋଡ ଶୋ’ରେ ବାହାରି କଲେକ୍ଟରଙ୍କ କାର୍ଯ୍ୟାଳୟରେ ପହଞ୍ଚି ଥିଲେ। ପରେ ଭାଜପା ବରିଷ୍ଠ ନେତୃବୃନ୍ଦଙ୍କ ଉପସ୍ଥିତିରେ ନାମାଙ୍କନପତ୍ର ଦାଖଲ କରିଥିଲେ। The post ବିଦିଶା ଲୋକସଭା ଆସନରୁ ପ୍ରାର୍ଥୀପତ୍ର ଦାଖଲ କଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ appeared first on Dharitri Odia News.
ଭୋପାଳ,୧୯।୪: ଭାଜପାର ବରିଷ୍ଠ ନେତା ତଥା ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ବିଦିଶା ଲୋକସଭା ଆସନରୁ ପ୍ରାର୍ଥୀ ଭାବେ ଶୁକ୍ରବାର ନାମାଙ୍କନପତ୍ର ଦାଖଲ କରିଛନ୍ତି। ନାମାଙ୍କନପତ୍ର ଦାଖଲ ପୂର୍ବରୁ ଭୋପାଳସ୍ଥିତ ବାସଭବନରେ ଶିବରାଜ ସ୍ତ୍ରୀଙ୍କ ସହ ପୂଜାର୍ଚ୍ଚନା କରିଥିଲେ। ପରେ ସମର୍ଥକଙ୍କ ସହ ଏକ ରୋଡ ଶୋ’ରେ ବାହାରି କଲେକ୍ଟରଙ୍କ କାର୍ଯ୍ୟାଳୟରେ ପହଞ୍ଚି ଥିଲେ। ପରେ ଭାଜପା ବରିଷ୍ଠ ନେତୃବୃନ୍ଦଙ୍କ ଉପସ୍ଥିତିରେ ନାମାଙ୍କନପତ୍ର ଦାଖଲ କରିଥିଲେ।
The post ବିଦିଶା ଲୋକସଭା ଆସନରୁ ପ୍ରାର୍ଥୀପତ୍ର ଦାଖଲ କଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ appeared first on Dharitri Odia News.