ବିଦ୍ୟୁତ ଉପଭୋକ୍ତାଙ୍କ ପାଇଁ ଖୁସି ଖବର : ଅପରିବର୍ତ୍ତିତ ରହିଲା ବିଦ୍ୟୁତ ଦର, ସ୍ମାର୍ଟ ମିଟର ରେଣ୍ଟ୍ ଛାଡ଼

ଭୁବନେଶ୍ବର ୨୪।୩: ବିଦ୍ୟୁତ ଉପଭୋକ୍ତାଙ୍କ ପାଇଁ ଖୁସି ଖବର । ରାଜ୍ୟରେ ବଢ଼ିଲାନି ବିଦ୍ୟୁତ ଦର । ଦର ଅପରିବର୍ତ୍ତିତ ରହିଥିବା ପ୍ରେସମିଟ୍‌ରେ ଓଇଆରସି ପକ୍ଷରୁ ଘୋଷଣା କରାଯାଇଛି । ସାଧାରଣ ଗ୍ରାହକଙ୍କ ପାଇଁ ଅପରିବର୍ତ୍ତିତ ରହିବ ବିଦ୍ୟୁତ ଦର । OERC ପକ୍ଷରୁ ଏକ ବଡ଼ ଘୋଷଣା କରାଯାଇଛି । ସ୍ମାର୍ଟ ମିଟର ରେଣ୍ଟ୍ ଛାଡ଼ କରାଯାଇଛି । ୨ କିଲୋ ୱାଟ୍ ପର୍ଯ୍ୟନ୍ତ ସ୍ମାର୍ଟ ମିଟର ରେଣ୍ଟ୍‌ ଛାଡ଼ କରିଛି ନିଗମ । ଯେଉଁ ୬୦ ଟଙ୍କା ରେଣ୍ଟ୍ ଚାର୍ଜ ପଡୁଥିଲା, ଆଉ ପଡ଼ିବନାହିଁ । ସେହିଭଳି ଡିଜିଟାଲ୍ ପେମେଣ୍ଟରେ ୪ ପ୍ରତିଶତ ରିହାତି ବଳବତ୍ତର ରହିଛି । ପ୍ରିପେଡ୍ ବିଲ୍ ପେମେଣ୍ଟ କଲେ ୪ ପ୍ରତିଶତ ରିହାତି ମିଳିବ ବୋଲି ଘୋଷଣା କରାଯାଇଛି ।You Can Read:

ବିଦ୍ୟୁତ ଉପଭୋକ୍ତାଙ୍କ ପାଇଁ ଖୁସି ଖବର : ଅପରିବର୍ତ୍ତିତ ରହିଲା ବିଦ୍ୟୁତ ଦର, ସ୍ମାର୍ଟ ମିଟର ରେଣ୍ଟ୍ ଛାଡ଼

ଭୁବନେଶ୍ବର ବିଦ୍ୟୁତ ଉପଭୋକ୍ତାଙ୍କ ପାଇଁ ଖୁସି ଖବର । ରାଜ୍ୟରେ ବଢ଼ିଲାନି ବିଦ୍ୟୁତ ଦର । ଦର ଅପରିବର୍ତ୍ତିତ ରହିଥିବା ପ୍ରେସମିଟ୍‌ରେ ଓଇଆରସି ପକ୍ଷରୁ ଘୋଷଣା କରାଯାଇଛି । ସାଧାରଣ ଗ୍ରାହକଙ୍କ ପାଇଁ ଅପରିବର୍ତ୍ତିତ ରହିବ ବିଦ୍ୟୁତ ଦର । 

OERC ପକ୍ଷରୁ ଏକ ବଡ଼ ଘୋଷଣା କରାଯାଇଛି । ସ୍ମାର୍ଟ ମିଟର ରେଣ୍ଟ୍ ଛାଡ଼ କରାଯାଇଛି । ୨ କିଲୋ ୱାଟ୍ ପର୍ଯ୍ୟନ୍ତ ସ୍ମାର୍ଟ ମିଟର ରେଣ୍ଟ୍‌ ଛାଡ଼ କରିଛି ନିଗମ । ଯେଉଁ ୬୦ ଟଙ୍କା ରେଣ୍ଟ୍ ଚାର୍ଜ ପଡୁଥିଲା, ଆଉ ପଡ଼ିବନାହିଁ । 

ସେହିଭଳି ଡିଜିଟାଲ୍ ପେମେଣ୍ଟରେ ୪ ପ୍ରତିଶତ ରିହାତି ବଳବତ୍ତର ରହିଛି । ପ୍ରିପେଡ୍ ବିଲ୍ ପେମେଣ୍ଟ କଲେ ୪ ପ୍ରତିଶତ ରିହାତି ମିଳିବ ବୋଲି ଘୋଷଣା କରାଯାଇଛି ।

You Can Read: