ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଟ୍ରେଲର ଚାଳକଙ୍କ ଜୀବନ ଗଲା

ପାଟଣା,୪ା୭(ବୀରକିଶୋର ଦାଶ): ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଗୁରୁବାର ଜଣେ ଟ୍ରେଲର ଚାଳକଙ୍କ ମୃତ୍ୟୁ ଘଟିଛି। କେନ୍ଦୁଝର ଜିଲା ପାଟଣା ବ୍ଲକ ୪୯ ନମ୍ବର ମୁମ୍ବାଇ କୋଲକାତା ଜାତୀୟ ରାଜପଥର ଚେମେଣାରେ ଥିବା ଏକ ବିହାରୀ ଢାବା ପାଣିଟାଙ୍କିରେ ମୁହଁ ଧୋଇ ହେଉଥିବା ସମୟରେ ଟ୍ରାନ୍ସଫର୍ମର ତାର ବାଡ଼ରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଯାଇ ତାଙ୍କର ମୃତ୍ୟୁ ଘଟିଛି। ମୃତକ ଜଣକ ହେଉଛନ୍ତି ବିହାର ଅଞ୍ଚଳର ରାଜ କିଶୋର ଯାଦବ। ଘଟଣାସ୍ଥଳରେ ତୁରୁମୁଙ୍ଗା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ […] The post ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଟ୍ରେଲର ଚାଳକଙ୍କ ଜୀବନ ଗଲା appeared first on Dharitri Odia News.

ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଟ୍ରେଲର ଚାଳକଙ୍କ ଜୀବନ ଗଲା

ପାଟଣା,୪ା୭(ବୀରକିଶୋର ଦାଶ): ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଗୁରୁବାର ଜଣେ ଟ୍ରେଲର ଚାଳକଙ୍କ ମୃତ୍ୟୁ ଘଟିଛି। କେନ୍ଦୁଝର ଜିଲା ପାଟଣା ବ୍ଲକ ୪୯ ନମ୍ବର ମୁମ୍ବାଇ କୋଲକାତା ଜାତୀୟ ରାଜପଥର ଚେମେଣାରେ ଥିବା ଏକ ବିହାରୀ ଢାବା ପାଣିଟାଙ୍କିରେ ମୁହଁ ଧୋଇ ହେଉଥିବା ସମୟରେ ଟ୍ରାନ୍ସଫର୍ମର ତାର ବାଡ଼ରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଯାଇ ତାଙ୍କର ମୃତ୍ୟୁ ଘଟିଛି। ମୃତକ ଜଣକ ହେଉଛନ୍ତି ବିହାର ଅଞ୍ଚଳର ରାଜ କିଶୋର ଯାଦବ। ଘଟଣାସ୍ଥଳରେ ତୁରୁମୁଙ୍ଗା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

The post ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଟ୍ରେଲର ଚାଳକଙ୍କ ଜୀବନ ଗଲା appeared first on Dharitri Odia News.