ବିଧବାଙ୍କୁ ହତ୍ୟା କରିବା ପରେ ଥାନାରେ ଆତ୍ମସମର୍ପଣ କଲେ ଯୁବକ
ଆଠଗଡ଼,୧୭ା୮: କଟକ ଜିଲା ତିଗିରିଆ ଥାନା ଅନ୍ତର୍ଗତ ପାଞ୍ଚ ଗାଁରେ ଶନିବାର ଏକ ଅଭାବନୀୟ କାଣ୍ଡ ଘଟିଛି। ବିଧବାଙ୍କୁ ଜଣେ ଯୁବକ ହତ୍ୟା କରିବା ପରେ ଥାନାରେ ଅଭିଯୁକ୍ତ ଆତ୍ମସମର୍ପଣ କରିଛନ୍ତି। ତେବେ ଉକ୍ତ ଯୁବକ ଜଣକ ବିଧବା ମହିଳାଙ୍କ ଘରେ ରହି ତାଙ୍କର ସମସ୍ତ କଥା ବୁଝାଶୁଝା କରୁଥିଲେ। ହତ୍ୟାକାଣ୍ଡର କାରଣ ବର୍ତ୍ତମାନ ସୁଦ୍ଧା ଜଣାପଡ଼ି ନ ଥିବା ବେଳେ ଅଭିଯୁକ୍ତଙ୍କୁ ଥାନାରେ ଅଟକ ରଖିଛି ପୋଲିସ। The post ବିଧବାଙ୍କୁ ହତ୍ୟା କରିବା ପରେ ଥାନାରେ ଆତ୍ମସମର୍ପଣ କଲେ ଯୁବକ appeared first on Dharitri Odia News.
ଆଠଗଡ଼,୧୭ା୮: କଟକ ଜିଲା ତିଗିରିଆ ଥାନା ଅନ୍ତର୍ଗତ ପାଞ୍ଚ ଗାଁରେ ଶନିବାର ଏକ ଅଭାବନୀୟ କାଣ୍ଡ ଘଟିଛି। ବିଧବାଙ୍କୁ ଜଣେ ଯୁବକ ହତ୍ୟା କରିବା ପରେ ଥାନାରେ ଅଭିଯୁକ୍ତ ଆତ୍ମସମର୍ପଣ କରିଛନ୍ତି। ତେବେ ଉକ୍ତ ଯୁବକ ଜଣକ ବିଧବା ମହିଳାଙ୍କ ଘରେ ରହି ତାଙ୍କର ସମସ୍ତ କଥା ବୁଝାଶୁଝା କରୁଥିଲେ। ହତ୍ୟାକାଣ୍ଡର କାରଣ ବର୍ତ୍ତମାନ ସୁଦ୍ଧା ଜଣାପଡ଼ି ନ ଥିବା ବେଳେ ଅଭିଯୁକ୍ତଙ୍କୁ ଥାନାରେ ଅଟକ ରଖିଛି ପୋଲିସ।
The post ବିଧବାଙ୍କୁ ହତ୍ୟା କରିବା ପରେ ଥାନାରେ ଆତ୍ମସମର୍ପଣ କଲେ ଯୁବକ appeared first on Dharitri Odia News.