ବିଧାନସଭା ଅଧିବେଶନ ପୂର୍ବରୁ ବସିଲା ସର୍ବଦଳୀୟ ବୈଠକ, ଉପସ୍ଥିତ ହେଲେ…
ଭୁବନେଶ୍ୱର,୨୧।୭: ସପ୍ତଦଶ ବିଧାନସଭା ଅଧିବେଶନ ପୂର୍ବରୁ ବସିଲା ସର୍ବଦଳୀୟ ବୈଠକ। ବାଚସ୍ପତି ସୁରମା ପାଢ଼ୀଙ୍କ ଅଧ୍ୟକ୍ଷତାରେ ରବିବାର ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଛି। ଏହି ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ମାଝିଙ୍କ ସମେତ ଦୁଇ ଉପମୁଖ୍ୟମନ୍ତ୍ରୀ ଉପସ୍ଥିତ ଅଛନ୍ତି। ଏଥିସହ ବିରୋଧୀଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ ମଧ୍ୟ ଉପସ୍ଥିତ ଅଛନ୍ତି। The post ବିଧାନସଭା ଅଧିବେଶନ ପୂର୍ବରୁ ବସିଲା ସର୍ବଦଳୀୟ ବୈଠକ, ଉପସ୍ଥିତ ହେଲେ… appeared first on Dharitri Odia News.
ଭୁବନେଶ୍ୱର,୨୧।୭: ସପ୍ତଦଶ ବିଧାନସଭା ଅଧିବେଶନ ପୂର୍ବରୁ ବସିଲା ସର୍ବଦଳୀୟ ବୈଠକ। ବାଚସ୍ପତି ସୁରମା ପାଢ଼ୀଙ୍କ ଅଧ୍ୟକ୍ଷତାରେ ରବିବାର ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଛି। ଏହି ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ମାଝିଙ୍କ ସମେତ ଦୁଇ ଉପମୁଖ୍ୟମନ୍ତ୍ରୀ ଉପସ୍ଥିତ ଅଛନ୍ତି। ଏଥିସହ ବିରୋଧୀଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ ମଧ୍ୟ ଉପସ୍ଥିତ ଅଛନ୍ତି।
The post ବିଧାନସଭା ଅଧିବେଶନ ପୂର୍ବରୁ ବସିଲା ସର୍ବଦଳୀୟ ବୈଠକ, ଉପସ୍ଥିତ ହେଲେ… appeared first on Dharitri Odia News.