ବିଧାନସଭା ଆରମ୍ଭରୁ ବିରୋଧୀଙ୍କ ହଲ୍ଲାବୋଲ, ସାଢେ ୧୧ଟା ଯାଏଁ ମୁଲତବୀ କଲେ ବାଚସ୍ପତି

ଭୁବନେଶ୍ୱର ୦୭/୧୨: ବିଧାନସଭା ପ୍ରଶ୍ନକାଳ ଆରମ୍ଭରୁ ବିରୋଧୀଙ୍କ ହଲ୍ଲାବୋଲ । ବିଜେଡି ସଦସ୍ୟଙ୍କ ପ୍ରତିବାଦ ପରେ ଗୃହ ମୁଲତବୀ । ତେବେ ଆଜି ବିଧାନସଭା ପ୍ରଶ୍ନକାଳ ଆରମ୍ଭରୁ ବିଜେଡି ବିଧାୟକମାନେ ପୋଡିୟମ୍ ପାଖକୁ ଆସି ନାରାବାଜି କରିଥିଲେ । ଗୃହରେ ମୁଖ୍ୟ ବିରୋଧୀ ଦଳ ବିଜୁ ଜନତା ଦଳ ପକ୍ଷରୁ ଗୃହର ମଧ୍ୟଭାଗରେ ହଟ୍ଟଗୋଳ ଓ ନାରାବାଜି । ବିଧାନସଭା ପ୍ରଶ୍ନକାଳ ଆରମ୍ଭରୁ ବିରୋଧୀଙ୍କ ହଲ୍ଲାବୋଲ । ବିଜେଡି ସଦସ୍ୟଙ୍କ ପ୍ରତିବାଦ ପରେ ଗୃହ ମୁଲତବୀ । ତେବେ ଆଜି ବିଧାନସଭା ପ୍ରଶ୍ନକାଳ ଆରମ୍ଭରୁ ବିଜେଡି ବିଧାୟକମାନେ ପୋଡିୟମ୍ ପାଖକୁ ଆସି ନାରାବାଜି କରିଥିଲେ । ଏଏସଓ ପରୀକ୍ଷାକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ବୟାନ ପ୍ରସଙ୍ଗରେ ବିଜେଡି ସଦସ୍ୟ ପ୍ରତିବାଦ କରିଥିଲେ । ଯାହାପରେ ବାଚସ୍ପତି ସୁରମା ପାଢୀ ଗୃହକୁ ଦିନ ସାଢେ ୧୧ଟା ଯାଏଁ ମୁଲତବୀ ଘୋଷଣା କରିଛନ୍ତି ।

ବିଧାନସଭା ଆରମ୍ଭରୁ ବିରୋଧୀଙ୍କ ହଲ୍ଲାବୋଲ, ସାଢେ ୧୧ଟା ଯାଏଁ ମୁଲତବୀ କଲେ ବାଚସ୍ପତି

ଭୁବନେଶ୍ୱର ୦୭/୧୨: ବିଧାନସଭା ପ୍ରଶ୍ନକାଳ ଆରମ୍ଭରୁ ବିରୋଧୀଙ୍କ ହଲ୍ଲାବୋଲ । ବିଜେଡି ସଦସ୍ୟଙ୍କ ପ୍ରତିବାଦ ପରେ ଗୃହ ମୁଲତବୀ । ତେବେ ଆଜି ବିଧାନସଭା ପ୍ରଶ୍ନକାଳ ଆରମ୍ଭରୁ ବିଜେଡି ବିଧାୟକମାନେ ପୋଡିୟମ୍ ପାଖକୁ ଆସି ନାରାବାଜି କରିଥିଲେ । ଗୃହରେ ମୁଖ୍ୟ ବିରୋଧୀ ଦଳ ବିଜୁ ଜନତା ଦଳ ପକ୍ଷରୁ ଗୃହର ମଧ୍ୟଭାଗରେ ହଟ୍ଟଗୋଳ ଓ ନାରାବାଜି । 

ବିଧାନସଭା ପ୍ରଶ୍ନକାଳ ଆରମ୍ଭରୁ ବିରୋଧୀଙ୍କ ହଲ୍ଲାବୋଲ । ବିଜେଡି ସଦସ୍ୟଙ୍କ ପ୍ରତିବାଦ ପରେ ଗୃହ ମୁଲତବୀ । ତେବେ ଆଜି ବିଧାନସଭା ପ୍ରଶ୍ନକାଳ ଆରମ୍ଭରୁ ବିଜେଡି ବିଧାୟକମାନେ ପୋଡିୟମ୍ ପାଖକୁ ଆସି ନାରାବାଜି କରିଥିଲେ । ଏଏସଓ ପରୀକ୍ଷାକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ବୟାନ ପ୍ରସଙ୍ଗରେ ବିଜେଡି ସଦସ୍ୟ ପ୍ରତିବାଦ କରିଥିଲେ । ଯାହାପରେ ବାଚସ୍ପତି ସୁରମା ପାଢୀ ଗୃହକୁ ଦିନ ସାଢେ ୧୧ଟା ଯାଏଁ ମୁଲତବୀ ଘୋଷଣା କରିଛନ୍ତି ।