ବିଧାନସଭା ନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ, ନୂଆପଡ଼ାରୁ ଲଢ଼ିବେ ଶରତ ପଟ୍ଟନାୟକ

ଭୁବନେଶ୍ୱର,୨।୪: ବିଜେଡି, ଭାଜପା ପରେ କଂଗ୍ରେସ ବିଧାନସଭା ନିର୍ବାଚନ ପାଇଁ ୪୯ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛି। ପିସିସି ସଭାପତି ଶରତ ପଟ୍ଟନାୟକ ନୂଆପଡ଼ାରୁ ଲଢ଼ିବେ । ଜାଣନ୍ତୁ କିଏ କେଉଁଠୁ ଲଢିବେ… ରାଉରକେଲା- ବୀରେନ୍ଦ୍ର ନାଥ ପଟ୍ଟନାୟକ, ରାଜଗାଙ୍ଗପୁର- ରାଜନ ଏକ୍କା ଲୋଇସିଂହା- ଓମ ପ୍ରକାଶ କୁମ୍ଭାର, ପାଟଣାଗଡ଼- ଅନୀଲ ମେହେର ବଲାଙ୍ଗୀର- ସମରେନ୍ଦ୍ର ମିଶ୍ର, କଣ୍ଟାବାଂଜି- ସନ୍ତୋଷ ସିଂ ସାଲୁଜା ଉମରକୋଟ- ସନରାଜ ଗଣ୍ଡ, ଝରିଗାଁ- ହାରାବତୀ ଗଣ୍ଡ ନବରଙ୍ଗପୁର- ଦିଲୀପ ପ୍ରଧାନୀ, ଡାବୁଗାଁ- […] The post ବିଧାନସଭା ନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ, ନୂଆପଡ଼ାରୁ ଲଢ଼ିବେ ଶରତ ପଟ୍ଟନାୟକ appeared first on Dharitri Odia News.

ବିଧାନସଭା ନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ, ନୂଆପଡ଼ାରୁ ଲଢ଼ିବେ ଶରତ ପଟ୍ଟନାୟକ

ଭୁବନେଶ୍ୱର,୨।୪: ବିଜେଡି, ଭାଜପା ପରେ କଂଗ୍ରେସ ବିଧାନସଭା ନିର୍ବାଚନ ପାଇଁ ୪୯ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛି। ପିସିସି ସଭାପତି ଶରତ ପଟ୍ଟନାୟକ ନୂଆପଡ଼ାରୁ ଲଢ଼ିବେ ।
ଜାଣନ୍ତୁ କିଏ କେଉଁଠୁ ଲଢିବେ…

ରାଉରକେଲା- ବୀରେନ୍ଦ୍ର ନାଥ ପଟ୍ଟନାୟକ, ରାଜଗାଙ୍ଗପୁର- ରାଜନ ଏକ୍କା
ଲୋଇସିଂହା- ଓମ ପ୍ରକାଶ କୁମ୍ଭାର, ପାଟଣାଗଡ଼- ଅନୀଲ ମେହେର
ବଲାଙ୍ଗୀର- ସମରେନ୍ଦ୍ର ମିଶ୍ର, କଣ୍ଟାବାଂଜି- ସନ୍ତୋଷ ସିଂ ସାଲୁଜା
ଉମରକୋଟ- ସନରାଜ ଗଣ୍ଡ, ଝରିଗାଁ- ହାରାବତୀ ଗଣ୍ଡ
ନବରଙ୍ଗପୁର- ଦିଲୀପ ପ୍ରଧାନୀ, ଡାବୁଗାଁ- ଲିପିକା ମାଝୀ
ଲାଞ୍ଜିଗଡ଼- ବଳଭଦ୍ର ମାଝୀ, ଜୁନାଗଡ଼- ତୁଳେଶ୍ବର ନାଏକ
ଧର୍ମଗଡ଼- ରଶ୍ମୀରେଖା ରାଉତ, ଭବାନୀପାଟଣା- ସାଗର ଦାସ
ନର୍ଲା- ଭକ୍ତ ଚରଣ ଦାସ, ବାଲିଗୁଡ଼ା- ସୁରଦ ପ୍ରଧାନ
ଜି.ଉଦୟଗିରି- ପ୍ରଫୁଲ୍ଲ ପ୍ରଧାନ, ଫୁଲବାଣୀ- ପ୍ରତିଭା କହଁର
କଣ୍ଟାମାଳ- ମନୋଜ ଆଚାର୍ଯ୍ୟ, ବୌଦ୍ଧ- ନବ ମିଶ୍ର
ଭଂଜନଗର- ପ୍ରଶାନ୍ତ ବିଷୋୟୀ, ପୋଲସରା- ଅଗସ୍ତୀ ବରଦା
କବିସୂର୍ଯ୍ୟନଗର- ଚିରଂଜୀବ ବିଷୋୟୀ, ସୋରଡ଼ା- ହରିକ୍ରିଷ୍ଣା ରଥ
ପଦ୍ମପୁର- ଟଙ୍କଧର ସାହୁ, ବିଜେପୁର- କିଶୋର ଦଫାଦାର
ବରଗଡ଼- ନିପନ ଦାସ, ଭଟଲୀ- ବ୍ରହ୍ମା ମହାକୁଡ଼
ବ୍ରଜରାଜନଗର- କିଶୋର ପଟେଲ, ତଳସରା- ପ୍ରବୋଧ ତିର୍କି
ସୁନ୍ଦରଗଡ଼- ସୁଧାରାଣୀ ରାଉଡ଼ିଆ, ରଘୁନାଥପାଲୀ- ଗୋପାଳ ଦାସ
ସାନଖେମୁଣ୍ଡି- ରମେଶ ଜେନା, ଚିକିଟି- ରବୀନ୍ଦ୍ର ଦ୍ୟାନସାମନ୍ତରାୟ
ମୋହନା- ଦାଶରଥୀ ଗମାଙ୍ଗ, ପାରଳାଖେମୁଣ୍ଡି- ବିଜୟ ପଟ୍ଟନାୟକ
ଗୁଣପୁର- ସତ୍ୟଜିତ ଗମାଙ୍ଗ, ବିଷମକଟକ- ନୀଳମାଧବ ହିକକା
ରାୟଗଡ଼ା- ଆପଲସ୍ବାମୀ କାଡ୍ରାକା, ଲକ୍ଷ୍ମୀପୁର- ପବିତ୍ର ସାଉଁନ୍ତା
କୋଟପାଡ଼- ଅନାମ ଦିଆନ, ଜୟପୁର- ତାରା ବାହିନୀପତି
କୋରାପୁଟ- କୃଷ୍ଣଚନ୍ଦ୍ର କୁଳଦୀପ, ପଟାଙ୍ଗୀ- ରାମଚନ୍ଦ୍ର କାଡ଼ାମ
ମାଲକାନଗିରି- ମାଲା ମାଢ଼ୀ, ଚିତ୍ରକୋଣ୍ଡା- ମଙ୍ଗୁ ଖିଲ

The post ବିଧାନସଭା ନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ, ନୂଆପଡ଼ାରୁ ଲଢ଼ିବେ ଶରତ ପଟ୍ଟନାୟକ appeared first on Dharitri Odia News.