ବିଧାନସଭାରେ କାହିଁକି କଂଗ୍ରେସର ଉଗ୍ରରୂପ

ତୁରୀ ଫୁଙ୍କିଲେ, ବଇଁଶୀ ବଜେଇଲେ, କଳା ପୋଷାକ ପିନ୍ଧି ଘଣ୍ଟଘଣ୍ଟା ପିଟିଲେ । ଗୃହ ଭିତରେ ହଟ୍ଟଗୋଳ, ଗୃହ ବାହାରେ ପରିକ୍ରମା । ଗତକାଲି ହୁଇସିଲ୍ ବଜାଇବା ପରେ ଆଜି କଂଗ୍ରେସ ବିଧାୟକଙ୍କ ଏଭଳି ହୁଲ୍ଲଡବାଜିରୁ ପୁଣି ଧୋଇଗଲା ପ୍ରଶ୍ନକାଳ ।

ବିଧାନସଭାରେ କାହିଁକି କଂଗ୍ରେସର ଉଗ୍ରରୂପ
Array